ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ ଦେଇଛି।
ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ ଫାଇନାନ୍ସ କର୍ପରର(DFC) ଜଣେ ଅଧିକାରୀ କହିଛନ୍ତି, ଆଦାନୀ ଗ୍ରୁପକୁ ଋଣ ଦେବା ପୂର୍ବରୁ ହିଣ୍ଡେନବର୍ଗର ରିସର୍ଚ୍ଚ ରିପୋର୍ଟର ଯାଞ୍ଚ କରାଯାଇଥିଲା। ଯାଞ୍ଚରୁ ଏହି ରିପୋର୍ଟ ଅପ୍ରାସାଙ୍ଗିକ ବୋଲି ଜଣାପଡିଛି। ସେହିପରି ହିଣ୍ଡେନବର୍ଗ ଆଣିଥିବା ଅଭିଯୋଗ ମଧ୍ୟ ଅପ୍ରାସଙ୍ଗିକ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri