ଅସ୍ତ୍ରଶସ୍ତ୍ର କିଣିବା ବୟସ ୧୮ରୁ ୨୧ ହେବା ଆବଶ୍ୟକ: ବାଇଡେନ୍‌

ଓ୍ବାଶିଟନ୍‌,୩।୬:ଆମେରିକାରେ ବନ୍ଧୁକ ହିଂସାକୁ ନେଇ ରାଷ୍ଟ୍ରପତି ଜୋ ବାଇଡେନ ଉଦେ୍‌ବେଗ ପ୍ରକାଶ କହିଛନ୍ତି। ଶିଶୁ ଏବଂ ପରିବାରର ସୁରକ୍ଷା ପାଇଁ ୧୮ରୁ ୨୧ ପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ର ନିଷେଧ କିମ୍ବା କ୍ରୟ କରିବା ପାଇଁ ସର୍ବନିମ୍ନ ବୟସ ବଢାଇବା ଉପରେ ସେ ଜୋର ଦେଇଛନ୍ତି। ହ୍ବାଇଟ୍‌ ହାଉସ୍‌କୁ ସମ୍ବୋଧିତ ସେ କହିଛନ୍ତି, ଆମକୁ ଅସ୍ତ୍ରଶସ୍ତ୍ର ଉପରେ ପ୍ରତିବନ୍ଧକ ଲଗାଇବାକୁ ପଡିବ। ଯଦି ଆମେ ତାହା କରିପାରିବୁ ନାହିଁ, ତେବେ ଅନ୍ତତଃ ପକ୍ଷେ ଏହାକୁ କିଣିବାର ବୟସ ୧୮ ରୁ ୨୧ ବର୍ଷକୁ ବୃଦ୍ଧି କରାଯିବା ଉଚିତ। ଏହା କାହାର ଅଧିକାର ଛଡ଼ାଇବା ବିଷୟରେ ନୁହେଁ, ବରଂ ପରିବାରର ସୁରକ୍ଷା ପାଇଁ ଏହା ନିତାନ୍ତ ଆବଶ୍ୟକ। ବନ୍ଧୁକ ମାଲିକମାନେ ସେମାନଙ୍କ ଦାୟିତ୍ୱବୋଧ ସହ ବ୍ୟବହାର କରିବା ଆବଶ୍ୟକ।
ସୂଚନାଯୋଗ୍ୟ,ମେ ୨୪ରେ, ଟେକ୍ସାସର ଏକ ପ୍ରାଥମିକ ବିଦ୍ୟାଳୟରେ ଗୁଳିକାଣ୍ଡ ଘଟିଥିଲା। ଏଥିରେ ୧୯ ଜଣ ଶିଶୁଙ୍କ ସମେତ ଅନେକ ଲୋକଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri