ୱାଶିଂଟନ ଡିସିରେ ଭାରତୀୟ ଖବରଦାତାଙ୍କ ଉପରେ ଆକ୍ରମଣ କଲେ ଖଲିସ୍ତାନ ସମର୍ଥକ

ୱାଶିଂଟନ,୨୬ ।୩: ଖଲିସ୍ତାନ ସମର୍ଥକଙ୍କ ଦୁଃସାହସ ଭରା କାମକୁ ନେଇ ଲଗାତାର ଖବର ସାମ୍ନାକୁ ଆସୁଛି ।ଏବେ ବିଦେଶରେ ଭାରତକୁ ବଦନାମ କରିବା କାର୍ଯ୍ୟକଳାପ ସାମ୍ନାକୁ ଆସିଛି । ଏସବୁ ପଛରେ ସବୁଠରୁ ବଡ କାରଣ ହେଉଛି ଭାରତରେ ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂଙ୍କ ବିରୋଧରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ।
ଏବେ ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଭାରତୀୟ ଦୂତାବାସ ସାମ୍ନାରେ ପ୍ରଦର୍ଶନ କରୁଥିବା ଖଲିସ୍ତାନୀ ସମର୍ଥକ ଭାରତୀୟ ଖବରଦାତା ଲଳିତ ଝାଙ୍କ ଉପରେ ଆକ୍ରମଣ କରିଛନ୍ତି । ଖବରଦାତା ଲଳିତଙ୍କୁ ଗାଳି ଗୁଲଜ କରିବା ସହ ମାରପିଟ ହୋଇଛି । ଶନିବାର ଅର୍ଥାତ୍ ୨୫ ମାର୍ଚ୍ଚ ମଧ୍ୟାହ୍ନରେ ଯେତେବେଳେ ଭାରତୀୟ ଦୂତାବାସ ବାହାରେ ଖଲିସ୍ତାନ ସମର୍ଥକଙ୍କ ବିରୋଧ ପ୍ରଦର୍ଶନକୁ ଲଳିତ କଭର କରୁଥିଲେ ସେତେବେଳେ ଏହି ଘଟଣା ଘଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri