ବିମାନ ଯାତ୍ରୀଙ୍କ ପାଇଁ କୋଭିଡ ନିୟମରେ ପରିବର୍ତ୍ତନ କଲା ଆମେରିକା, ଆଉ ଦେବାକୁ ପଡିବ ନାହିଁ ଆର୍‌ଟିପିସିଆର ରିପୋର୍ଟ

ୱାଶିଂଟନ,୧୧ ।୬: ସାରା ବିଶ୍ୱରେ ଏବେ କରୋନାର ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଅଧିକାଂଶ ଦେଶରେ କରୋନା ନିୟମରେ ବି କୋହଳ ତଥା ପରିବର୍ତ୍ତନ କରାଗଲାଣି । ବିଭିନ୍ନ ପ୍ରତିବନ୍ଧକକୁ ହଟାଇ ଦିଆଗଲାଣି ।
ଏହି କ୍ରମରେ ଶୁକ୍ରବାର ଆମେରିକା ଘୋଷଣା କିଛି ଯେ ଅନ୍ତରାଷ୍ଟ୍ରୀୟ ବିମାନ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ନିକଟରୁ ଆଉ ଆର୍‌ଟିପିସିଆର ରିପୋର୍ଟ ଯାଞ୍ଚ କରାଯିବ ନାହିଁ । ହ୍ୱାଇଟ ହାଉସର ସହାୟକ ପ୍ରେସ ସଚିବ କେୱିନ ମୁନେଜ ଟୁଇଟ କରି କହିଛନ୍ତି, ଯାତ୍ରା ସମୟରେ କରୋନା ଯାଞ୍ଚ ପାଇଁ ଦେଖାଇବାକୁ ଥିବା ପ୍ରତିବନ୍ଧକକୁ ଏହି ସପ୍ତାହ ମଧ୍ୟରେ ହଟାଇ ଦିଆଯିବ । ଫଳରେ ଟ୍ରାଭେଲ ଇଣ୍ଡଷ୍ଟ୍ରିକୁ ବଡ ଲାଭ ହେବ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri