ବୃଦ୍ଧଙ୍କ ଘରୁ ଉଦ୍ଧାର ହେଲା ୨୦ ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ

ସଲ୍ଟ ଲେକ ସିଟି,୧୩।୧୦-ଆମେରିକାର ହୋଲାଡେ ସହରରେ ରହୁଥିବା ଜଣେ ବୃଦ୍ଧଙ୍କ ଘରେ ପୋଲିସ ଚଢାଉ କରି ୨୦ଟି ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ ଜବତ କରିଛି। ଏହି ଘଟଣାରେ ମାର୍ଟିନ ବୋନ(୬୮) ନାମକ ଜଣେ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି।
ପୋଲିସ କହିଛି, ମାର୍ଟିନ ଜଣେ ଗୁପ୍ତ ଏଜେଣ୍ଟ ସହ ଫେସବୁକ ମାଧ୍ୟମରେ ଯୋଗାଯୋଗ କରି ଅଜଗର, ମୂଷା ଓ ଠେକୁଆକୁ କିଣିଥିଲେ। ପରେ ନିଜ ଘରେ ସେସବୁକୁ ଲୁଚାଇ ରଖିଥିଲେ। ଖବରପାଇ ଶୁକ୍ରବାର ସକାଳେ ୟୁନିଫାଏଡ ପୋଲିସ ତାଙ୍କ ଘରେ ଚଢାଉ କରିଥିଲେ। ବିଷାକ୍ତ ପଶୁମାନଙ୍କୁ ଘରେ ରଖିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ମଧ୍ୟପ୍ରାଚ୍ୟ ରଣକ୍ଷେତ୍ର: ଟଳିଲେଣି ୪,୫୦୦

ତେହରାନ୍‌ ,୩୦ା୩: ଫେବୃଆରୀ ୨୮ରେ ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ ଆରମ୍ଭ କରିଥିବା ଅପରେଶନକୁ ଇତିମଧ୍ୟରେ ଏକ ମାସ ପୂରିଛି। ଇରାନ୍‌ ଉପରେ ଉକ୍ତ ଦୁଇ ଦେଶର…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri