ଅଷ୍ଟ୍ରେଲିଆରେ ଆମେରିକୀୟ ସୈନ୍ୟ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ମାନବେରା,୨୭।୮: ଅଷ୍ଟ୍ରେଲିଆରେ ସାମରିକ ଅଭ୍ୟାସ ବେଳେ ପ୍ରାୟ ୨୦ ଆମେରିକୀୟ ନୌସେନାଙ୍କୁ ନେଉଥିବା ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଡାରୱିନ ଉତ୍ତରରେ ଥିବା ତିୱି ଦ୍ୱୀପପୁଞ୍ଜରେ ଏହି ଘଟଣା ଘଟିଛି। ଅଷ୍ଟ୍ରେଲୀୟ ପ୍ରତିରକ୍ଷା ମୁଖପାତ୍ର କହିଛନ୍ତି, ଏହି ଦୁର୍ଘଟଣା ପ୍ରିଡେଟର ରନ ୨୦୨୩ ସମୟରେ ହୋଇଛି। ଏହି ସାମରିକଭ୍ୟାସରେ ଆମେରିକା, ଅଷ୍ଟ୍ରେଲିଆ, ଫିଲିପାଇନ୍ସ, ତିମୋର-ଲେଷ୍ଟ ଏବଂ ଇଣ୍ଡୋନେସିଆର ୨୫୦୦ରୁ ଅଧିକ ସୈନ୍ୟ ତିୱି ଦ୍ୱୀପପୁଞ୍ଜରେ ଅଂଶଗ୍ରହଣ କରିଛନ୍ତି।

ଅଷ୍ଟ୍ରେଲିୟ ବ୍ରଡକାଷ୍ଟ କମ୍ପାନୀ (ଏବିସି) ଅନୁଯାୟୀ, ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ। ଯଦିଓ ସ୍କାଏ ନ୍ୟୁଜ ଅନୁସାରେ, କିଛି ସୈନିକ ନିଖୋଜ ଥିବାର ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri