୧୦ ଆତଙ୍କବାଦୀ ନିପାତ

ଓ୍ବାଶିଂଟନ୍‌,୨୭।୧: ଆମେରିକାର ସୈନ୍ୟବାହିନୀ ଉତ୍ତର ସୋମାଲିଆରେ ଇସଲାମିକ ଷ୍ଟେଟ ଆତଙ୍କବାଦୀ ବିଲାଲ ଅଲ-ସୁଦାନୀ ଏବଂ ତାଙ୍କର ପ୍ରାୟ ୧୦ ସହଯୋଗୀଙ୍କୁ ନିପାତ କରିଛନ୍ତି। ବାଇଡେନ ପ୍ରଶାସନର ଦୁଇ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି।
ପ୍ରତିରକ୍ଷା ସଚିବ ଲଏଡ୍‌ ଅଷ୍ଟିନ ଏକ ବିବୃତ୍ତିରେ କହିଛନ୍ତି, ଉତ୍ତର ସୋମାଲିଆର ଏକ ପାର୍ବତ୍ୟ ପାର୍ଶ୍ୱରେ ଥିବା ଗୁମ୍ଫା କମ୍ପ୍ଲେକ୍ସରୁ ବିଲାଲ ଅଲ-ସୁଦାନୀ ଆଫ୍ରିକାରେ ଆଇଏସଆଇଏସ ବିସ୍ତାର ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଯୋଜନା କରୁଥିଲେ।
ଜାନୁଆରୀ ୨୫ରେ, ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶରେ ଆମେରିକାର ସୈନ୍ୟବାହିନୀ ଉତ୍ତର ସୋମାଲିଆରେ ଏକ ଅପରେଶନ ଆରମ୍ଭ କରିଥିଲେ। ଏଥିରେ ବିଲାଲ ଅଲ-ସୁଦାନୀଙ୍କ ସମେତ ଅନେକ ଇସଲାମ ଷ୍ଟେଟ ସଦସ୍ୟଙ୍କ ମୃତ୍ୟୁ ଘଟିଥିଲା। ଆଫ୍ରିକାରେ ଆଇଏସଆଇଏସର ବଢୁଥିବା ଉପସ୍ଥିତିକୁ ବୃଦ୍ଧି କରିବା ଏବଂ ଆଫଗାନିସ୍ତାନ ସମେତ ସମଗ୍ର ବିଶ୍ୱରେ ଗୋଷ୍ଠୀର କାର୍ଯ୍ୟକଳାପକୁ ଆର୍ଥିକ ସହାୟତା ଦେବା ପାଇଁ ଅଲ-ସୁଦାନୀ ଦାୟୀ ଥିଲେ। ଏହି ଅପରେଶନ ସମୟରେ କୌଣସି ସାଧାରଣ ନାଗରିକଙ୍କର କ୍ଷତି ହୋଇ ନାହିଁ ବୋଲି ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?