ପୃଥିବି ପୃଷ୍ଠକୁ ଫେରିଲା ମାନବ ବିହୀନ ସାମରିକ ମହାକାଶ ବିମାନ, ରେକର୍ଡ ୯୦୮ ଦିନ

ୱାଶିଂଟନ,୧୩ ।୧୧: ଆମେରିକାର ଏକ ମାନବ ବିହୀନ ସାମରିକ ମହାକାଶ ବିମାନ ଏହାର ଷଷ୍ଠ ମିଶନ ପୁରଣ କରି ଶନିବାର ଭୋର ସମୟରେ ପୃଥିବି ପୃଷ୍ଠକୁ ଫେରି ଆସିଛି । ଏହି ବିମାନ ବୈଜ୍ଞାନିକ ପରୀକ୍ଷଣ ପାଇଁ ଏହାର କକ୍ଷପଥରେ ୯୦୮ ଦିନ ରେକର୍ଡ କରିଛି । ନ୍ୟୁଜ ଏଜେନ୍ସି ଆସୋସିଏଟେଡ ପ୍ରେସ୍ ଦ୍ୱାରା ଏହି ସୂଚନା ଦିଆଯାଇଛି । ଏକ ଛୋଟ ମହାକାଶଯାନ ପରି ଦେଖାଯାଉଥିବା ଏହି ସୌର ଚାଳିତ ଯାନ ନାସାର କେନେଡି ସ୍ପେସ ସେଣ୍ଟରରେ ଅବତରଣ କରିଛି । ଏହାର ପୂର୍ବ ମିଶନ ୭୮୦ ଦିନ ରହିଥିଲା ।
ବୋଇଂର ବରିଷ୍ଠ ଉପାଧ୍ୟକ୍ଷ ତଥା ବିମାନର ବିକାଶକାରୀ ଜିମ ଟିଲଟନ କହିଛନ୍ତି ୨୦୧୦ରେ ଏକ-୩୭ବି ପ୍ରଥମେ ଲଞ୍ଚ ହେବା ପରଠାରୁ ଅନେକ ରେକର୍ଡ ଭାଙ୍ଗିଛି । ଏହା ଆମ ଦେଶକୁ ନୂତନ ସ୍ପେସ ଟେକ୍ନୋଲୋଜିଗୁଡିକର ଶୀଘ୍ର ପରୀକ୍ଷା ଏବଂ ଏକୀକରଣ ପାଇଁ ଏକ ଅପୂର୍ବ ସାମର୍ଥ୍ୟ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri