ଆସନ୍ତା ସପ୍ତାହରେ ଭାରତ ଆସିବେ ଆମେରିକାର ମନ୍ତ୍ରୀ ଜିଓଫ୍ରି ପିୟାଟ

ୱାଶିଂଟନ,୧୨ ।୨: ଆମେରିକାର ଶକ୍ତି ସଂସାଧନ ସହାୟକ ବୈଦେଶିକ ମନ୍ତ୍ରୀ ଜିଓଫ୍ରି ପିୟାଟ ଆସନ୍ତା ସପ୍ତାହରେ ଭାରତ ଆସିବେ । ତାଙ୍କର ଉଦ୍ଦେଶ୍ୟ ଦକ୍ଷିଣ ଏସିଆରେ ସ୍ୱଚ୍ଛ ଶକ୍ତି ହସ୍ତାନ୍ତରଣ, ଶକ୍ତି ନିରାପତ୍ତା ଏବଂ ଦକ୍ଷିଣ ଏସିଆରେ ଶକ୍ତି ବୃଦ୍ଧି ସହିତ ଜଡିତ ସହଯୋଗକୁ ବୃଦ୍ଧି କରିବାକୁ ଏହାର ଲକ୍ଷ୍ୟ ରହିଛି । ପିୟାଟ ଫେବୃୟାରୀ ୧୩ରୁ ୧୭ ପର୍ଯ୍ୟନ୍ତ ମୁମ୍ବାଇ, ପୁଣେ ଓ ନୂଆଦିଲ୍ଲୀ ଗସ୍ତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା…

ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର…

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ…

ଯାହାକୁ ଡରୁଥିଲେ ଟ୍ରମ୍ପ, ଶେଷରେ ତାହା ହିଁ ଘଟିଲା: ନିଜ ଲୋକ ବି ଦେଲେ ଧୋକା

ଓ୍ବାଶିଂଟନ୍‌,୪।୬: ଇରାନ ସହିତ ସଂଘର୍ଷକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଇରାନ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ସୀମିତ କରିବା…

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri