ଲଦାଖରେ ଚାଇନାର କାର୍ଯ୍ୟକଳାପ ଉପରେ ଆମେରିକା ନଜର…

ଓ୍ବାଶିଂଟନ,୩।୧୧ : କେବଳ ଭାରତ ନୁହେଁ ଆମେରିକା ମଧ୍ୟ ଲଦାଖରେ ଚାଇନାର କାର୍ଯ୍ୟକଳାପ ଉପରେ ତୀକ୍ଷ୍‌ଣ ନଜର ରଖିଛି। ଆମେରିକାର ଜଣେ ବରିଷ୍ଠ ପ୍ରତିରକ୍ଷା ଅଧିକାରୀ  ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆଦିଲ୍ଲୀ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରି ଲଦାଖ ସେକ୍ଟରରେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ଉପରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ସୀମା ବିବାଦ ମଧ୍ୟରେ ଆମେରିକା ନଜର ରଖିଛି। ରିୟର ଆଡମିରାଲ ମାଇକେଲ ଏଲ ବେକର କହିଛନ୍ତି। ଏହା ନିଶ୍ଚିତ ଭାବରେ ଆମେରିକା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର।

ସେ କହିଛନ୍ତି, ଆମେ ସଜାଗ ରହିଛୁ। ଏଠାରେ କଣ ଘଟୁଛି ନିଶ୍ଚିତ କରିବାକୁ ଏହି କ୍ଷେତ୍ର ଉପରେ ଆମର ମତ ବିନିମୟ ପାଇଁ ଆମେ ଭାରତ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରୁଛୁ। ମୁଁ ଭାବୁଛି ଏହା ଏକ ସ୍ଥାନ ଯେଉଁଠାରେ ଉଭୟ ଭାରତ ଏବଂ ଆମେରିକା ନଜର ରଖିଛନ୍ତି। ଆଞ୍ଚଳିକ ସୁରକ୍ଷା ପ୍ରସଙ୍ଗରେ ଆମେ ଆଖି ବନ୍ଦ କରିପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri