ମୋଦିଙ୍କୁ ଭାରତର ଚେହେରା କହିଲେ ଆମେରିକା ଏମ୍‌ପି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦ା୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା କରାଯାଉଛି। ଆମେରିକାର ଏମ୍‌ପି ବ୍ରାଡ୍‌ ଶେର୍‌ମାନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଶେର୍‌ମାନ ମୋଦିଙ୍କୁ ୨୦୧୪ରୁ ଦେଶରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ତଥା ଅର୍ଥନୈତିକ ଅଗ୍ରଗତି ପାଇଁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଭାରତର ଚେହେରା ଅଟନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକାଳ ମଧ୍ୟରେ ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଶକ୍ତି ବୃଦ୍ଧି ପାଇଛି।

ସେ କହିଛନ୍ତି, ଭାରତ କିପରି ଏକ ଉତ୍ତମ ବିନିଯୋଗ ସୁଯୋଗ ବୋଲି ମୁଁ ଅନେକ ବ୍ୟବସାୟୀଙ୍କ ସହ କଥା ହୋଇଛି। ବିଶେଷକରି ଯେଉଁମାନେ ଚାଇନାରେ ଉତ୍ପାଦନ କରନ୍ତି ସେମାନେ ନିଶ୍ଚିତ ଭାବରେ ବିଚାର କରିବେ ଏହା ଗଣତନ୍ତ୍ର ନୁହେଁ।

ତେବେ ରୁଷିଆ ସହ ଭାରତର ପ୍ରତିରକ୍ଷା ସମ୍ପର୍କ ଭାରତ-ଆମେରିକା ସମ୍ପର୍କରେ ଏକ ଆହ୍ବାନ ବୋଲି ସେ କହିଛନ୍ତି। ସେ କହିଛନ୍ତି, ଆମେ ଗୁରୁତ୍ୱପୂର୍ଣ୍ଣ ଅର୍ଥନୈତିକ ଅଗ୍ରଗତି ଦେଖିଛୁ। ଅବଶ୍ୟ ପ୍ରତ୍ୟେକ ଦେଶ ଏବଂ ନେତାଙ୍କ ନିଜସ୍ବ ଆହ୍ବାନ ରହିଛି। କୌଣସି ଦେଶର ସଫଳତା ପାଇଁ ମୁଁ କେବଳ ଜଣେ ବ୍ୟକ୍ତିଙ୍କୁ ଶ୍ରେୟ ଦେଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?