ଦକ୍ଷିଣ ଚାଇନା ସାଗରରେ ଆମେରିକା ଯୁଦ୍ଧବିମାନ, ହେଲିକପ୍ଟର ନିଖୋଜ; ଟ୍ରମ୍ପ ଦେଲେ ବଡ଼ ବୟାନ

ୱାଶିଂଟନ୍,୨୭।୧୦: ଆମେରିକା ନୌସେନାର ବିମାନବାହୀ ଜାହାଜ ୟୁଏସ୍‌ଏସ୍ ନିମିଟ୍‌ଜ୍‌ରୁ ଉଡ଼ାଣ କରିଥିବା ଏଫ୍‌/ଏ-୧୮ଏଫ୍ ସୁପର୍ ହର୍ନେଟ୍ ଯୁଦ୍ଧବିମାନ ଓ ଏମ୍‌ଏଚ୍‌-୬୦ଆର୍ ସୀ ହକ୍ ହେଲିକପ୍ଟର ରବିବାର ଦକ୍ଷିଣ ଚାଇନା ସାଗରରେ ୩୦ ମିନିଟ୍‌ ଅନ୍ତରରେ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ହେଲିକପ୍ଟରର ତିନି କ୍ରୁ ସଦସ୍ୟ ଓ ଯୁଦ୍ଧବିମାନର ଦୁଇ ପାଇଲଟ୍ ନିରାପଦରେ ଉଦ୍ଧାର ହୋଇଥିବା ବେଳେ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ପ୍ୟାସିଫିକ୍ ଫ୍ଲିଟ୍ ବିବୃତି ଦେଇଛି। ଦୁର୍ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଚାଲିଛି।

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟୋକିଓ ଯାତ୍ରା ବେଳେ କହିଛନ୍ତି, ‘‘ଖରାପ ଇନ୍ଧନ ଯୋଗୁଁ ଏହି ଦୁର୍ଘଟଣା ହୋଇପାରେ। ଲୁଚାଇବାକୁ କିଛି ନାହିଁ।’’ ମଧ୍ୟପ୍ରାଚ୍ୟରୁ ଫେରୁଥିବା ନିମିଟ୍‌ଜ୍‌ ଡିକମିଶନ୍ ହେବା ପୂର୍ବର ଶେଷ ଡେପ୍ଲୟମେଣ୍ଟ୍‌ରେ ଅଛି।

ଏହା ପୂର୍ବରୁ ୟୁଏସ୍‌ଏସ୍ ହ୍ୟାରି ଏସ୍ ଟ୍ରୁମ୍ୟାନ୍‌ରେ ଡିସେମ୍ବରରେ ଭୁଲ୍‌ରେ ଗୁଳି ଲାଗି ଏଫ୍‌/ଏ-୧୮ ବିମାନ ଧ୍ୱଂସ, ଏପ୍ରିଲରେ ହ୍ୟାଙ୍ଗର୍ ଡେକ୍‌ରୁ ଖସି ଲାଲସାଗରରେ ପଡ଼ିଥିଲା ଓ ମେ’ରେ ଲ୍ୟାଣ୍ଡିଂ ବେଳେ ଆରେଷ୍ଟିଂ କେବୁଲ୍ ଧରିନପାରି ସମୁଦ୍ରରେ ପଡ଼ିଥିଲା। କୌଣସି ମୃତାହତ ହୋଇନଥିବା ବେଳେ ତଦନ୍ତ ରିପୋର୍ଟ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri