ଆମେରିକା ନୈସେନାର ଯୁଦ୍ଧ ବିମାନ ନିଖୋଜ, ସାଧାରଣ ଜନତାଙ୍କୁ ଏହି ନିବେଦନ କଲେ ସେନା ଅଧିକାରୀ

ଓ୍ବାଶିଂଟନ୍‌,୧୮।୯: ଆମେରିକା ନୈସେନାର ଯୁଦ୍ଧ ବିମାନ ଏଫ୍‌-୩୫ ଦୁର୍ଘଟଣା ପରେ ନିଖୋଜ ହୋଇଯାଇଛି। ଏହା ପରେ ଆମେରିକାର ସାମରିକ ଅଧିକାରୀମାନେ ଲକ୍ଷ ଲକ୍ଷ ଡଲାର ମୂଲ୍ୟର ଏହି ନିଖୋଜ ଯୁଦ୍ଧ ବିମାନ ଖୋଜିବାରେ ସାହାଯ୍ୟ ପାଇଁ ସାଧାରଣ ଜନତାଙ୍କୁ ନିବେଦନ କରିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ସେନା ଅଧିକାରୀ କହିଛନ୍ତି, ଏହି ବିମାନର ପାଇଲଟ ବିମାନରୁ ଡେଇଁ ଜୀବନ ରକ୍ଷା କରିଛନ୍ତି।

ନୈସେନା ବେସର ଅଧିକାରୀମାନେ କହିଛନ୍ତି, ଚାଲର୍‌ସଟନ୍‌ ସହରର ଉତ୍ତରରେ ଥିବା ଦୁଇଟି ହ୍ରଦରେ ସଂଘୀୟ ବିମାନ ଚଳାଚଳ ନିୟାମକ ସହିତ ଯୁଦ୍ଧ ବିମାନ ଖୋଜିବା ପାଇଁ ସେମାନେ ଏକ ଅଭିଯାନ ଚଳାଇଛନ୍ତି। ମିଳିତ ବେସ ମୁଖ୍ୟ ଏଥିରେ ସାହାଯ୍ୟ କରିବାକୁ ଚାଲର୍‌ସଟନ୍‌ ସ୍ଥାନୀୟ ବାସିନ୍ଦାଙ୍କୁ ନିବେଦନ କରିଛନ୍ତି। ନୈସେନା ମିଳିତ ବେସ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X ରେ ଏକ ପୋଷ୍ଟରେ ଏହି ନମ୍ବରକୁ ଜାରି କରି କହିଛି ଯେ, ଯଦି ଆପଣଙ୍କର କୌଣସି ସୂଚନା ଅଛି ଯାହା ଏଫ୍‌-୩୫ ଖୋଜିବାରେ ଆମ ଦଳକୁ କିଛି ସାହାଯ୍ୟ କରିପାରିବ, ଦୟାକରି ବେସ ଡିଫେନ୍ସ ଅପରେଶନ ସେଣ୍ଟରକୁ ଫୋନ୍‌ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri