ଚାଇନିଜ ଭାଇରସ ନେଇ ଭୟଭୀତ ଆମେରିକା, ବାଇଡେନ ସରକାର କମ୍ପ୍ୟୁଟର କୋଡ ଖୋଜିବା ଆରମ୍ଭ କଲେ…

ଓ୍ବାଶିଂଟନ,୩୧।୭ : ନିଜର ସାମରିକ ନେଟୱାର୍କରେ ଚାଇନା ଭାଇରସର ଉପସ୍ଥିତି ଯୋଗୁଁ ଆମେରିକା ଭୟଭୀତ ହୋଇପଡ଼ିଛି। ଆମେରିକା ବିଶ୍ୱାସ କରୁଛି ଚାଇନା ଏହି କମ୍ପ୍ୟୁଟର କୋଡକୁ ସାମରିକ ନେଟୱାର୍କରେ ଫିଟ କରିଛି ଯାହା ଦ୍ୱାରା ଯୁଦ୍ଧ ହେଲେ ଏହା ଆମେରିକାର ସାମରିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରିବ। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନ ଏବେ କମ୍ପ୍ୟୁଟର କୋଡ ଖୋଜିବା ଆରମ୍ଭ କରିଛନ୍ତି।

ଆମେରିକାର ସାମରିକ, ଗୁପ୍ତଚର ଏବଂ ସୁରକ୍ଷା ଅଧିକାରୀଙ୍କ ଉଦ୍ଦେଶ୍ୟରେ ନ୍ୟୁୟର୍କ ଟାଇମ୍ସ ଏକ ରିପୋର୍ଟରେ କହିଛି ଗୁଆମର ଟେଲିକମ ସିଷ୍ଟମରେ ରହସ୍ୟମୟ କମ୍ପ୍ୟୁଟର କୋଡ ଚିହ୍ନଟ କରିବାକୁ ଟେକ୍ନୋଲୋଜି କମ୍ପାନୀ ମାଇକ୍ରୋସଫ୍ଟ ଦାବି କରିଛି। ଗୁଆମରେ ଆମେରିକାର ଏକ ବଡ଼ ସାମରିକ ବେସ ଅଛି। କମ୍ପାନୀ ଦାବି କରିଛି ଏହି କମ୍ପ୍ୟୁଟର କୋଡ ଆମେରିକାର ଅନ୍ୟ ସାମରିକ ବେସରେ ମଧ୍ୟ ରହିବାର ଆଶଙ୍କା ସୃଷ୍ଟି ହୋଇଛି। ତେବେ ୱାଶିଂଟନରେ ଥିବା ଚାଇନା ଦୂତାବାସ ଏହି ରିପୋର୍ଟକୁ ଅସ୍ବୀକାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri