ଚାଇନାକୁ ଚେତାବନୀ ଦେଲା ପେଣ୍ଟାଗନ, ରୁଷିଆକୁ ସାହାଯ୍ୟ କଲେ ବିନାଶକାରୀ ହେବ ଫଳାଫଳ

ୱାଶିଂଟନ,୨ ।୩: ଆମେରିକା ପ୍ରତିରକ୍ଷା ମୁଖ୍ୟାଳୟ ପେଣ୍ଟାଗାନ କହିଛି, ସୂଚନା ମିଳିଛି କି ଚାଇନା ୟୁକ୍ରେନ ବିରୋଧ ଯୁଦ୍ଧରେ ରୁଷିଆକୁ ସହଯୋଗ କରିବାକୁ ବିଚାର କରୁଛି । ପେଣ୍ଟାଗନର ପ୍ରେସ ସଚିବ ବ୍ରିଗେଡିୟର ଜେନରାଲ ପ୍ୟାଡ ରାଇଡର କହିଛନ୍ତି, ଏହା ବିନାଶକାରୀ ହୋଇପାରେ । ଏହା ପୂର୍ବରୁ ବାଇଡେନ ପ୍ରାଶସନ ବି ୟୁକ୍ରେନ୍ ଯୁଦ୍ଧରେ ଚାଇନା ଦ୍ୱାରା ରୁଷିଆକୁ ଡ୍ରୋନ ଓ ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇଦେବା ଆଶଙ୍କା କରିଛି ।
ବ୍ରିଗେଡିୟର ଜେନରାଲ ପ୍ୟାଡ ରାଇଡର କହିଛନ୍ତି, ଆମର ସଙ୍କେତ ସ୍ପଷ୍ଟ ଯେ ଚାଇନା ଏଥର ରୁଷିଆକୁ ସାହାଯ୍ୟ କରିବାକୁ ନେଇ ବିଚାର କରୁଛି । ମୋ ନିକଟରେ ଏହାକୁ ନେଇ କୌଣସି ଅତିରିକ୍ତ ସୂଚନା ଅବା କୌଣସି ଗୁଇନ୍ଦା ସୂଚନା ନାହିଁ । ମୁଁ ସ୍ପଷ୍ଟ କରୁଛି ଏହା ଏକ ବହୁତ ବଡ ଭୁଲ ନିଷ୍ପତ୍ତି । ଏହା ଏମିତି କଥା ଯାହା ଉପରେ ପେଣ୍ଟାଗନ ତିକ୍ଷ୍ଣ ଦୃଷ୍ଟି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri