ଏହି କାରଣରୁ ହ୍ବାଇଟ୍‌ ହାଉସ ବାହାରେ ଅଟକି ରହିଲେ ବାଇଡେନ

ଓ୍ବାଶିଂଟନ,୨୪।୧: ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଜୋ ବାଇଡେନ ଓ ତାଙ୍କ ପରିବାରକୁ ସହ ଅସହଜ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଛି। ମିଳିଥିବା ରିପୋର୍ଟ ଅନୁସାରେ, ରାଷ୍ଟ୍ରପତି ବାଇଡେନଙ୍କୁ ହ୍ବାଇଟ୍‌ ହାଉସରେ ପ୍ରବେଶ କରିବା ପାଇଁ ବାହାରେ ଅପେକ୍ଷା କରିବାକୁ ପଡ଼ିଥିଲା। ଦେଶର ରାଷ୍ଟ୍ରପତି ଓ ପ୍ରଥମ ମହିଳାଙ୍କ ସହ ଏଭଳି ଘଟଣା ପଛରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହାତ ରହିଥିବା କୁହାଯାଉଛି।

ଏହାର କାରଣ ହେଲା ଟ୍ରମ୍ପ ଓ୍ବାଶିଂଟନ ଡିସି ଛାଡ଼ିବା ପରେ ହ୍ବାଇଟ୍‌ ହାଉସର ସମସ୍ତ ବଟଲର୍ସଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ବାଇଡେନଙ୍କ ପରିବାରକୁ ସ୍ବାଗତ କରିବା ରାଷ୍ଟ୍ରପତି ଭବନର ମୁଖ୍ୟ ଉସର୍‌ ତିମୋଥି ହାରଲେଥଙ୍କ ଦାୟିତ୍ୱ। ହେଲେ ଇନାଗୁରେଶନର ୫ ଘଣ୍ଟା ପୂର୍ବରୁ ତାଙ୍କୁ ଚାକିରିରୁ ବିଦା କରାଯାଇଥିଲା। ଏଣୁ ରାଷ୍ଟ୍ରପତି ବାଇଡେନ ଓ ତାଙ୍କ ପରିବାର ପାଇଁ କୌଣସି ଷ୍ଟାଫ ଉପଲବ୍ଧ ନ ଥିଲେ। ତେବେ ଏଥି ଯୋଗୁ ମାତ୍ର ୧୦ ସେକେଣ୍ଡ୍‌ ବିଳମ୍ବ ହୋଇଥିଲେ, ହେଁ ଗଣମାଧ୍ୟମ ନଜରୁ ଲୁଚି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri