Posted inଜାତୀୟ

ପାରମ୍ପରିକ ଭାରତୀୟ ନୃତ୍ୟ ସହ ବାଇଡେନ୍‌ଙ୍କୁ ସ୍ବାଗତ, ବଜାଗଲା ‘ଚକ୍‌ ଦେ ଇଣ୍ଡିଆ’ ସଙ୍ଗୀତ

ନୂଆଦିଲ୍ଲୀ,୮।୯: ଜି୨୦ ୨୦୨୩ ଶିଖର ସମ୍ମିଳନୀ ଲାଗି ଭାରତରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ତାଙ୍କୁ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜେନେରାଲ(ଅବସରପ୍ରାପ୍ତ) ଭି.କେ. ସିଂହ ତାଙ୍କୁ ସ୍ବାଗତ କରିଛନ୍ତି। ଦିଲ୍ଲୀ ବିମାନବନ୍ଦରରେ ବାଇଡେନ୍‌ଙ୍କୁ ଭାରତୀୟ ପାରମ୍ପରିକ ନୃତ୍ୟ ସହ ସ୍ବାଗତ କରାଯାଇଛି। ଇଂରାଜୀ ଗୀତ ‘ଶେପ୍‌ ଅଫ୍‌ ୟୁ’ ଏବଂ ଭାରତୀୟ ସଙ୍ଗୀତ ‘ଚକ୍‌ ଦେ ଇଣ୍ଡିଆ’ ମଧ୍ୟ ବଜାଯାଇଛି।

କହିରଖୁଛୁ, ବାଇଡେନ୍‌ ୩ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ସେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ତେବେ ରାଷ୍ଟ୍ରପତି ଭାବେ ବାଇଡେନଙ୍କର ଏହା ପ୍ରଥମ ଭାରତ ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri