ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ, ୨୦୨୬) ଦ୍ୱିପାକ୍ଷିକ ବୈଠକ କରିବାକୁ ଯାଉଛନ୍ତି। ଦୁଇ ଦେଶର ଶୀର୍ଷ ନେତାଙ୍କ ମଧ୍ୟରେ ଏହି ମୁହାଁମୁହିଁ ବୈଠକ ୧୬ ମାସର ବ୍ୟବଧାନ ପରେ ହେବାକୁ ଯାଉଛି। ଏହା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ ପିଏମ ମୋଦିଙ୍କୁ ତାରିଫ କରି କହିଛନ୍ତି ଯେ ପିଏମ ମୋଦି ହେଉଛନ୍ତି କାମ୍‌ (ଶାନ୍ତ), କୁଲ (ଧୀରସ୍ଥିର) ଏବଂ ଟୋଟାଲ କିଲର୍‌ ନେତା, ମୁଁ ତାଙ୍କ ଭଳି ନୁହେଁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ଏହି ଦ୍ୱିପାକ୍ଷିକ ବୈଠକ ୧୬ ମାସର ବ୍ୟବଧାନ ପରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଦୁଇ ଦେଶର ନେତା ଭାରତ ଏବଂ ଆମେରିକାର ସମ୍ପର୍କ ଉପରେ ବିସ୍ତୃତ ଆଲୋଚନା କରିବେ। ଏହା ସହିତ, ମୋଦି ଏବଂ ଟ୍ରମ୍ପଙ୍କ ମଧ୍ୟରେ ପ୍ରତିରକ୍ଷା, ବାଣିଜ୍ୟ ଏବଂ ପଶ୍ଚିମ ଏସିଆର ସଂଘର୍ଷ (ଯୁଦ୍ଧ) ସମ୍ପର୍କିତ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri