ଚାଇନା ରାଷ୍ଟ୍ରପତିଙ୍କୁ ଭେଟିବାର କିଛି ଘଣ୍ଟା ପରେ ତାଙ୍କୁ ଏକଛତ୍ରବାଦୀ ଶାସକ କହିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ୍‌,୧୬।୧୧: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏସିଆ-ପାସିଫିକ ଅର୍ଥନୈତିକ ସହଯୋଗ ସମ୍ମିଳନୀରେ ଯୋଗଦେବାକୁ ଆମେରିକା ଯାଇଛନ୍ତି। ଏହି ସମୟରେ ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଥିଲେ। ଏହି ବୈଠକରେ ଉଭୟ ନେତା ଚାଇନା ଏବଂ ଆମେରିକା ମଧ୍ୟରେ ମତଭେଦ ଦୂର କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ତାଇୱାନ ଏବଂ ବାଣିଜି୍ୟକ ପ୍ରତିବନ୍ଧକ ଯୋଗୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଯାଇଛି।
ଏସିଆ-ପାସିଫିକ ଅର୍ଥନୈତିକ ସହଯୋଗ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ପୁଣି ଥରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଏକଛତ୍ରବାଦୀ ଶାସକ ବୋଲି କହିଛନ୍ତି। ସାନ ଫ୍ରାନ୍ସିସ୍କୋରେ ଜଣେ ସାମ୍ବାଦିକଙ୍କ ପ୍ରଶ୍ନର ଜବାବରେ ବାଇଡେନ କହିଛନ୍ତି, ସେ (ସି ଜିନପିଙ୍ଗ) କମ୍ୟୁନିଷ୍ଟ ଚିନ୍ତାଧାରାରେ ବିଶ୍ୱାସ କରୁଥିବା ଦେଶର ଶାସନ ଭାର ଗ୍ରହଣ କରିଛନ୍ତି। ତାଙ୍କ ସରକାର ଆମ ସରକାର ଠାରୁ ସମ୍ପୂର୍ଣ୍ଣ ଭିନ୍ନ। ସେଥିପାଇଁ ମୁଁ ମୋର ବିବୃତ୍ତି (ଏକଛତ୍ରବାଦୀ)ମନ୍ତବ୍ୟ ଦୋହରାଉଛି।
ଏହାପୂର୍ବରୁ ବାଇଡେନ ଜୁନ୍‌ ୨୦୨୩ରେ ଚାଇନା ରାଷ୍ଟ୍ରପତିଙ୍କୁ ଏକଛତ୍ରବାଦୀ ଶାସକ ବୋଲି କହିଥିଲେ। ଏହା ପରେ ଆମେରିକା ରାଷ୍ଟ୍ରପତିଙ୍କ ବିବୃତ୍ତି ଉପରେ ଚାଇନା ଆପତ୍ତି ଉଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri