ଘୂର୍ଣ୍ଣିଝଡ଼ ଇୟାନକୁ ନେଇ ଫ୍ଲୋରିଡାରେ ଏମରଜେନ୍ସି

ୱାଶିଂଟନ,୨୫ ।୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଫ୍ଲୋରିଡାରେ ଏମରଜେନ୍ସି ଘୋଷଣା କରିଛନ୍ତି । ଫ୍ଲୋରିଡାରେ ଆସିଥିବା ଟ୍ରପିକାଲ ଷ୍ଟର୍ମ ଇୟାନ ପାଇଁ ଏହି ଘୋଷଣା କରାଯାଇଛି । ଏହାସହ ସ୍ଥାନୀୟ ଅଧିକାରୀଙ୍କୁ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ରାଷ୍ଟ୍ରପତି ଜୋ ବାଇଡେନ ଫ୍ଲୋରିଡାରେ ରହୁଥିବା ଆଦିବାସୀ ଓ ସ୍ଥାନୀୟ ଲୋକଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଟ୍ରପିକାଲ ଷ୍ଟର୍ମ ଇୟାନ ଶୁକ୍ରବାର ବିଳମ୍ବିତ ରାତ୍ରିରେ ମଧ୍ୟ କୈରୋବିୟନ ସାଗର ଉପରେ ଥିଲା । ଏହା ଚଳିତ ସିଜନର ୯ମ ଘୂର୍ଣ୍ଣିଝଡ଼ ଥିଲା । ଏହାପରେ ଶନିବାର ଏମରଜେନ୍ସି ଘୋଷଣା କରାଯାଇଥିଲା । ଆଗକୁ ଏହା ଆହୁରି ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ମଙ୍ଗଳବାର ଏହା ଗ୍ରେଡ ୩ ଥିବା ବେଳେ ଏବେ ଏହା ଗ୍ରେଡ ୪ରେ ପହଞ୍ଚିବ ବୋଲି ଅନୁମାନ କରାଯାଇଛି । ଆଗାମୀ ଦିନରେ ଏହାର ଟ୍ରାକ୍ ଓ ତୀବ୍ରତା ବଦଳିପାରେ ବୋଲି ଅନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?