ଚାଇନା ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ସାକ୍ଷାତ କରିପାରନ୍ତି ଜୋ ବାଇଡେନ

ଓ୍ବାଶିଂଟନ୍‌,୭।୧୦: ସାନ ଫ୍ରାନ୍ସିସ୍କୋରେ ହେବାକୁ ଥିବା ଏସିଆ ପାସିଫିକ ଇକୋନୋମିକ କର୍ପୋରେଶନ (ଏପିଇସି) ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଯୋଗଦେବେ। ନଭେମ୍ବରରେ ହେବାକୁ ଥିବା ଏହି ସମ୍ମିଳନୀରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗକୁ ସାକ୍ଷାତ କରିପାରନ୍ତି। ତେବେ ଏପର୍ଯ୍ୟନ୍ତ ଏହି ସୂଚନା ସମ୍ପୂର୍ଣ୍ଣ ରୂପେ ସ୍ପଷ୍ଟ ହୋଇନାହିଁ।
ଏନେଇ ଆମେରିକୀୟ ଗଣମାଧ୍ୟମରେ ମଧ୍ୟ ନିରନ୍ତର ଖବର ପ୍ରକାଶ କରୁଛି। ତେବେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ବାଇଡେନ କହିଛନ୍ତି, ଜିନପିଙ୍ଗଙ୍କୁ ସାକ୍ଷାତ କରିବା ନେଇ ଏପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇନାହିଁ କିନ୍ତୁ ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ନଭେମ୍ବର ୧୧ ରୁ ୧୭ ମଧ୍ୟରେ ସାନ ଫ୍ରାନ୍ସିସ୍କୋରେ ଏସିଆ ପାସିଫିକ ଇକୋନୋମିକ କର୍ପୋରେଶନ ସମ୍ମିଳନୀ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

ଦେବାଳିଆ ମଧ୍ୟସ୍ଥ

ପାକିସ୍ତାନକୁ ଆଉ ସାହା ହେଉନାହାନ୍ତି ଆତଙ୍କବାଦୀ କି ଆମେରିକା। ଦେବାଳିଆ ପାକିସ୍ତାନର ଆର୍ଥିକ ମେରୁଦଣ୍ଡ ଭାଙ୍ଗିପଡ଼ିଛି। ଦେଶବାସୀଙ୍କୁ ଦୁଇଓଳି ଖାଇବା ଯୋଗାଇବାକୁ ପାକିସ୍ତାନ ପାଖରେ ସମ୍ବଳ ନାହିଁ।…

ଦୀର୍ଘସୂତ୍ରୀର ବିନାଶ ଘଟେ

ସମସ୍ତଙ୍କର ଏକ ସାଧାରଣ ଅଭିଯୋଗ ‘ସମୟ ନାହିଁ’ା ବାସ୍ତବରେ ସମୟ ଅଛି, ଆମେ ଠିକ୍‌ ସମୟରେ କାର୍ଯ୍ୟଟି କରିବାକୁ ନିଜେ ସୁଲଭ ନାହୁଁ। ସମୟ ପାଖରେ ଆମେ…

ବିଜୟ ପରେ ବିଳମ୍ବ

ତାମିଲାଗା ଭେଟ୍ରି କାଜାଗାମ (ଟିଭିକେ) ନେତା ତଥା ଅଭିନେତାରୁ ରାଜନେତା ପାଲଟିଥିବା ଯୋଶେଫ୍‌ ବିଜୟ ଚନ୍ଦ୍ରଶେଖର ତାମିଲନାଡୁର ନୂଆ ମୁଖ୍ୟମନ୍ତ୍ରୀ ଭାବେ ୧୦ ମେ’ରେ ଶପଥ ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri