ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ବଢିଲା ସମସ୍ୟା: ପୁଅ ହଣ୍ଟର୍‌ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ୍‌,୧୫।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଅଡୁଆ ବଢିବାରେ ଲାଗିଛି। ଫେଡେରାଲ ଫାୟାରଆର୍ମସ ଅଭିଯୋଗରେ ରାଷ୍ଟ୍ରପତିଙ୍କ ପୁଅ ହଣ୍ଟର୍‌ ବାଇଡେନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ହଣ୍ଟର୍‌ଙ୍କ ବିରୋଧରେ ଅନୁସନ୍ଧାନ ଦୀର୍ଘ ଦିନ ଧରି ଚାଲିଆସୁଛି। ଏହାପୂର୍ବରୁ ଆମେରିକା ସଂସଦର ବାଚସ୍ପତି କେଭିନ ମ୍ୟାକକାରି ରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ଯାଞ୍ଚ୍‌ ଘୋଷଣା କରିଥିଲେ।
ଡେଲାୱେରର ଫେଡେରାଲ କୋର୍ଟରେ ଦାଖଲ କରାଯାଇଥିବା ଅଭିଯୋଗ ଅନୁଯାୟୀ ହଣ୍ଟର୍‌ ୨୦୧୮ରେ ବନ୍ଧୁକ କିଣିବା ସମୟରେ ଡ୍ରଗ୍ସ ବ୍ୟବହାର ବିଷୟରେ ମିଥ୍ୟା ଅଭିଯୋଗ କରିଛନ୍ତି। ଏହି ସମୟ ମଧ୍ୟରେ ସେ କ୍ରାକ କୋକେନ ନିଶା ସହିତ ଜଡିତ ଥିବା ସ୍ବୀକାର କରିଥିଲେ। ଡ୍ରଗ ବ୍ୟବହାରକାରୀ ଭାବରେ ବେଆଇନ ଭାବେ ବନ୍ଧୁକ କିଣିଥିବା ଅଭିଯୋଗ ହୋଇଛି। ହଣ୍ଟର୍‌ ପ୍ରତ୍ୟେକ ଥର ବନ୍ଧୁକ କିଣିବା ସମୟରେ ମିଛ କହିଥିଲେ।
ସୂଚନାଯୋଗ୍ୟ, ଆମେରିକା ସଂସଦର ବାଚସ୍ପତି କେଭିନ ମ୍ୟାକକାରି ରାଷ୍ଟ୍ରପତି ବାଇଡେନଙ୍କ ବିରୋଧରେ ମହାଭିଯୋଗ ତଦନ୍ତ ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି। ବାଇଡେନଙ୍କ ପରିବାରର ବ୍ୟବସାୟିକ କାରବାରର ତଦନ୍ତ ଆରମ୍ଭ କରିବାକୁ ମ୍ୟାକକାରି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri