ଡୋନାଲ୍ଡ ଟ୍ରମ୍ପ ହେବେ ଆମେରିକାର ରାଷ୍ଟ୍ରପତି! ମିଳିଲା ବହୁମତ

ଓ୍ବାଶିଂଟନ୍‌,୬।୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପକୁ ବହୁମତ ମିଳିଛି। ସେ ତାଙ୍କ ସମର୍ଥକଙ୍କୁ ଆଜି ସମ୍ବୋଧିତ କରିବେ। ଏଥି ସହିତ କମଲା ହାରିସ୍‌ ଆସନ୍ତାକାଲି ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରିବେ ବୋଲି ଜଣାପଡିଛି। ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ୨୭୭ ଇଲେକ୍ଟୋରାଲ କଲେଜ ଭୋଟ ଏବଂ ଡେମୋକ୍ରାଟିକ ପ୍ରାର୍ଥୀ କମଲା ହାରିସ୍‌ ୨୨୬ ଇଲେକ୍ଟୋରାଲ କଲେଜ ଭୋଟ ଆଗରେ ଅଛନ୍ତି। ଡୋନାଲ୍ଡ ଟ୍ରମ୍ପ ସଂଖ୍ୟାଗରିଷ୍ଠତା ପାଇବା ମାତ୍ରେ ଏଲ ସାଲଭାଡୋରର ରାଷ୍ଟ୍ରପତି ନାୟବ ବୁକେଲ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, “ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ … ଭଗବାନ ଆପଣଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଆପଣଙ୍କୁ ମାର୍ଗଦର୍ଶନ କରାନ୍ତୁ। ସେହିପରି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri