ଟ୍ରମ୍ପ ଜିତନ୍ତୁ କିମ୍ବା ହାରିସ୍‌, ଭାରତ-ଆମେରିକା ସମ୍ପର୍କକୁ ନେଇ ଜୟଶଙ୍କର କହିଲେ…

ନୂଆଦିଲ୍ଲୀ,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଯାହା ହେଉନା କାହିଁକି ଭାରତ ଏବଂ ଆମେରିକା ମଧ୍ୟରେ ନିରନ୍ତର ଅଗ୍ରଗତି ହେବ। ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର କାନବେରାରେ ଅଷ୍ଟ୍ରେଲୀୟ ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗଙ୍କ ସହ ମିଳିତ ଖବରଦାତା ସମ୍ମିଳନୀରେ ସେ ଏଭଳି କହିଛନ୍ତି। ଜୟଶଙ୍କର କହିଛନ୍ତି, ଆମେରିକା ସହ ଭାରତର ସମ୍ପର୍କକୁ ଦୃଢ ଏବଂ ସ୍ଥିର। ଜୟଶଙ୍କର ଏହା ମଧ୍ୟ କହିଛନ୍ତି ଯେ ଗତ ପାଞ୍ଚ ଆମେରିକା ରାଷ୍ଟ୍ରପତି କାର୍ଯ୍ୟକାଳରେ ଭାରତ-ଆମେରିକା ସମ୍ପର୍କରେ ସ୍ଥିର ଅଭିବୃଦ୍ଧି ଘଟିଛି ଏବଂ ଭବିଷ୍ୟତରେ ମଧ୍ୟ ଏହି ଧାରା ଜାରି ରହିବ।

ଏହି ସମୟରେ ଜୟଶଙ୍କର ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅବଦାନ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଯାହାଙ୍କ କାର୍ଯ୍ୟକାଳ ମଧ୍ୟରେ କ୍ୱାଡ ମିଳିତ ମଞ୍ଚ ପୁନର୍ଜୀବିତ ହୋଇଥିଲା। ସେ ଏହାକୁ ଭାରତ-ପ୍ରଶାନ୍ତ ମହାସାଗରରେ ଏକ ଗୁରୁତ୍ୱପୂର୍ଣ୍ଣ ବିକାଶ ବୋଲି କହିଛନ୍ତି। ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ସମୟରେ ନିଆଯାଇଥିବା ପଦକ୍ଷେପଗୁଡ଼ିକର ପ୍ରଭାବ ଆଜି ମଧ୍ୟ ଦୁଇ ଦେଶର ସମ୍ପର୍କ ଉପରେ ସ୍ପଷ୍ଟ ଦେଖାଯାଉଛି। ନିର୍ବାଚନ ଫଳାଫଳ ଯାହା ହେଉନା କାହିଁକି ଭାରତ-ଆମେରିକା ସମ୍ପର୍କର ଭବିଷ୍ୟତ ଅତ୍ୟନ୍ତ ସକରାତ୍ମକ ବୋଲି ସେ ବିଶ୍ୱାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?