ଆମେରିକାର କ୍ୱିଣ୍ଟାନା ସମୁଦ୍ର କୂଳରେ ମାଛ ମଡକ

ଓ୍ବାଶିଂଟନ୍‌,୧୩।୬: ବିଶ୍ୱ ଜଳବାୟୁ ପରିବର୍ତ୍ତନ ନେଇ ସଙ୍କଟାପୂର୍ଣ୍ଣ କରିସ୍ଥିତି ଦେଇ ଗତି କରୁଛି। ବିଶ୍ୱତ୍ତାପନ ଧୀରେ ଧୀରେ ବଢିବାରେ ଲାଗିଛି। ତେବେ ଏହାର ପ୍ରଭାବ ପଡିଛି ଜଳଜୀବଙ୍କ ମଧ୍ୟରେ। ଆମେରିକା ଟେକ୍ସାସରେ ଲକ୍ଷ ଲକ୍ଷ ମାଛ କ୍ୱିଣ୍ଟାନା ସମୁଦ୍ର କୂଳରେ ମରି ପଡିଛନ୍ତି। ଅଧିକାରୀଙ୍କ ସୂଚନା ଅନୁଯାୟୀ, ତାପମାତ୍ରା ବୃଦ୍ଧି କାରଣରୁ ପାଣିରେ ଶ୍ୱାସକ୍ରିୟା ନ କରିପାରି ମାଛମାନଙ୍କର ମୃତ୍ୟୁ ହୋଇଛି। ଟେକ୍ସାସର ବନ୍ୟପ୍ରାଣୀ ବିଭାଗର ଅଧିକାରୀ କହିଛନ୍ତି, ପାଣିରେ ଅମ୍ଳଜାନର ଅଭାବ ଦେଖାଯିବା ଯୋଗୁ ଏପରି ଘଟଣା ଘଟିଛି। ଅଧିକାଂଶ ମଲାମାଛଗୁଡିକ ହେଲେ ମ୍ୟାନହେଡେନ ପ୍ରଜାତିର। ତେବେ ଏହି ଫଟୋ ଭାଇରାଲ ହେବା ପରେ ବହୁ ପରିବେଶପ୍ରେମୀ ଦୁଃଖ ପ୍ରକାଶ କରିଛନ୍ତି।

ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ, ଏହି ପ୍ରଜାତିର ମାଛଗୁଡ଼ିକ ଗ୍ରୀଷ୍ମ ଋତୁରେ ମରିବା ସାଧାରଣ କଥା। ସମୁଦ୍ରର ଗଭୀର ପାଣି ଠାରୁ କୂଳରେ ଥିବା ପାଣି ବହୁ ଶୀଘ୍ର ଗରମ ହୋଇଥାଏ। ତେବେ ଏହି ମାଛମାନେ କୂଳ ନିକଟକୁ ପୁଣି ଫେରି ପାରନ୍ତି ନାହିଁ।
ଶୁକ୍ରବାରଠାରୁ କ୍ୱିଣ୍ଟାନା ସମୁଦ୍ର କଳୂରେରେ ଏପରି ମାଛ ମଡକ ଦେଖିବାକୁ ମିଳିଛି। ପ୍ରଶାସନ ଏହାକୁ ହଟାଇ ସମୁଦ୍ରକୂଳ ସଫା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri