ୱାଗନର ପିଏମସିକୁ ଅପରାଧିକ ସଙ୍ଗଠନ ଘୋଷଣା କଲା ଆମେରିକା, ଆସନ୍ତା ସପ୍ତାହରେ ଘୋଷଣା ହେବ ପ୍ରତିବନ୍ଧକ

ୱାଶିଂଟନ,୨୧ ।୧: ହ୍ୱାଇଟ ହାଉସର ପ୍ରବକ୍ତା ଜନ କିର୍ବି କହିଛନ୍ତି, ଆମେରିକା ଶୁକ୍ରବାର ‘ୱେଗନର’ ପିଏମସିକୁ ପାରମ୍ପରିକ ଅପରାଧିକ ସଙ୍ଗଠନ ଘୋଷଣା କରିଛି । ହ୍ୱାଇଟ ହାଉସ ବ୍ରିଫିଙ୍ଗରେ କିର୍ବି କହିଛନ୍ତି ଏହି ୟେୱଗେନି ପ୍ରିଗୋଝିନର ସେନା କମ୍ପାନୀ ବିରୋଧରେ ଅତିରିକ୍ତ ପ୍ରତିବନ୍ଧକ ଲଗାଯିବ, ଯାହାର ଘୋଷଣା ଆସନ୍ତା ସପ୍ତାହରେ କରାଯିବ ।
ହ୍ୱାଇଟ ହାଉସ କହିଛି ଯେ ଆମେରିକାର ଟ୍ରେଜେରୀ ବିଭାଗ ରୁଷିଆର ବ୍ୟବସାୟୀ ସଙ୍ଗଠନ ୱାଗନର ଗ୍ରୁପକୁ ଏକ ଆନ୍ତର୍ଜାତୀୟ ଅପରାଧିକ ସଙ୍ଗଠନ ଭାବରେ ନିଯୁକ୍ତ କରିବ ଓ ଏହି ଗୋଷ୍ଠୀ ତଥା ଏହାର ସମର୍ଥନ ନେଟୱର୍କ ବିରୋଧରେ ଆସନ୍ତା ସପ୍ତାହରେ ଅତିରିକ୍ତ କଟକଣା ଲାଗୁ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri