ଆମେରିକା ବୈଦେଶିକ ବିଭାଗର ଚେତାବନୀ, ଟିଟିପିର ଲକ୍ଷ୍ୟ ପାକିସ୍ତାନ ସରକାରଙ୍କୁ ଖେବର ପଖତୁନଖ୍ୱାରୁ ବାହାର କରିବା

ଇସଲାମାବାଦ,୨ ।୩: ଆମେରିକା ବୈଦେଶିକ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି କି ତହରିକ-ଏ-ତାଲିବାନ ପାକିସ୍ତାନ(ଟିଟିପି)ର ଲକ୍ଷ୍ୟ ରହିଛି ପାକିସ୍ତାନ ସରକାରଙ୍କୁ ଖେବର ପଖତୁନଖ୍ୱାରୁ ବାହାର କରିଦେବା । ଏହାସହ ସେନା ଓ ସରକାର ବିରୋଧରେ ଆତଙ୍କବାଦୀ ଅଭିଯାନ କରି ସରିୟା ଆଇନର ସଂସ୍ଥାପନ କରିବା । ପାକିସ୍ତାନ ସ୍ଥିତ ଡନ ଖବରକାଗଜ ଏହି ସୂଚନା ଦେଇଛି ।
ଆତଙ୍କବାଦକୁ ନେଇ ଦେଶର ରିପୋର୍ଟ ୨୦୨୧ ଅନୁଯାୟୀ, ଟିଟିପି ତା’ର ଗୁଣକୁ ପ୍ରଶିକ୍ଷିତ ଓ ସଂଚାଳନ କରିବାକୁ ଆଫଗାନିସ୍ତାନ-ପାକିସ୍ତାନ ସୀମା ସହ ଲାଗିଥିବା କବାୟଲି ଅଞ୍ଚଳକୁ ବ୍ୟବହାର କରୁଛି । ଆମେରିକା ବୈଦେଶିକ ବିଭାଗର ରିପୋର୍ଟ ଅନୁଯାୟୀ, ଟିଟିପି ଅଲ କାଏଦାଠାରୁ ବୈଚାରିକ ମାର୍ଗଦର୍ଶନ ପାଉଛି, ସେମିତି ଅଲକାଏଦାର ଲୋକେ ଆଫଗାନ-ପାକିସ୍ତାନ ସୀମା ସହ ଲାଗିଥିବା ପଶତୁନ ଅଞ୍ଚଳରେ ସୁରକ୍ଷିତ ଆଶ୍ରୟ ପାଇଁ ଟିଟିପି ଉପରେ ଭରସା କରିଛି । ଏହି ବ୍ୟବସ୍ଥା ଟିଟିପିକୁ ଆଲକାଏଦାର ବିଶ୍ୱସ୍ତରୀୟ ଆତଙ୍କବାଦୀ ନେଟୱର୍କ ଓ ଏହାର ସଦସ୍ୟଙ୍କ ପରିଚାଳନା ବିଶେଷଜ୍ଞତା ଉଭୟ ପର୍ଯ୍ୟନ୍ତ ପହଞ୍ଚିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?