ସେନ ଫ୍ରାନ୍ସିସ୍କୋରେ ଭାରତୀୟ ଦୂତବାସ ଉପରେ ହୋଇଥିବା ଆକ୍ରମଣର ଯାଞ୍ଚ କରିବ ଏନଆଇଏ

ଓ୍ବାଶିଂଟନ୍‌,୪।୭: ଖଲିସ୍ତାନର ସମର୍ଥକମାନେ ପୁଣିଥରେ ଆମେରିକାର ସେନ ଫ୍ରାନ୍ସିସ୍କୋରେ ଥିବା ଭାରତୀୟ ବାଣିଜ୍ୟ ଦୂତବାସ ଉପରେ ଆକ୍ରମଣ କରିଛନ୍ତି। ସୂଚନାନୁସାରେ, ଏନଆଇଏ ମଧ୍ୟ କିଛି ମାସ ପୂର୍ବରୁ ଦୂତାବାସ ସାମ୍ନାରେ ହୋଇଥିବା ଆକ୍ରମଣର ଯାଞ୍ଚ କରୁଛି। ସେହି ଆକ୍ରମଣରେ ଯେଉଁମାନେ ଜଡିତ ଥିଲେ ସେମାନେ ମଧ୍ୟ ଜୁଲାଇ ୨ ଆକ୍ରମଣରେ ଜଡିତ ହେବାର ସମସ୍ତ ସମ୍ଭାବନା ରହିଛି। ସେନ ଫ୍ରାନ୍ସିସ୍କୋ ସମେତ କାନାଡା ଏବଂ ବ୍ରିଟେନର ଭାରତୀୟ ଅନୁଷ୍ଠାନମାନଙ୍କୁ ଖଲିସ୍ତାନ ସମର୍ଥକଙ୍କ ପ୍ରଦର୍ଶନ ଉପରେ ସଜାଗ ରହିବାକୁ କୁହାଯାଇଛି। ସୂଚନାନୁସାରେ, ଏନଆଇଏ ଦଳ ଖବ୍‌ଶୀଘ୍ର ଆମେରିକା ଯାଇପାରେ।

ସୂଚନାନୁସାରେ, ରବିବାର ସେନ ଫ୍ରାନ୍ସିସ୍କୋରେ ଥିବା ଭାରତୀୟ ବାଣିଜ୍ୟ ଦୂତାବାସରେ ଖଲିସ୍ତାନ ସମର୍ଥକଙ୍କ ତରଫରୁ ନିଆଁ ଲଗାଇବାକୁ ଉଦ୍ୟମ କରାଯାଇଥିଲା। ଆମେରିକାର ସ୍ଥାନୀୟ ଚ୍ୟାନେଲ ରିପୋର୍ଟ କରିଛି ଯେ ଖଲିସ୍ତାନୀ ମୌଳିକବାଦୀମାନେ ରାତି ୧.୩୦ରୁ ୨.୩୦ମଧ୍ୟରେ ଭାରତୀୟ ଦୂତାବାସରେ ନିଆଁ ଲଗାଇ ଦେଇଥିଲେ, କିନ୍ତୁ ସେନ ଫ୍ରାନ୍ସିସ୍କୋ ଅଗ୍ନିଶମ ବିଭାଗ ଏହାକୁ ଶୀଘ୍ର ଲିଭାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri