ଭାରତ-ଚାଇନା ସ୍ଥିତି ଉପରେ ଆମେରିକାର ନଜର, କହିଲା ଦୁଇ ଦେଶ ସୀମାରୁ ପଛକୁ ହଟିବାକୁ ନେଇ ଆମେ ଖୁସି

ୱାଶିଂଟନ,୨୭ ।୧: ଭାରତ-ଚାଇନା ସୀମା ସ୍ଥିତି ଉପରେ ଆମେରିକାର ବୈଦେଶିକ ବିଭାଗର ମୁଖ୍ୟ ଉପ ପ୍ରବକ୍ତା ବେଦାନ୍ତ ପଟେଲ କହିଛନ୍ତି ଆମେ ସୀମା ସଂଘର୍ଷର ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛୁ । ହେଲେ ଏହା ଶୁଣି ଆମେ ଖୁସି ଯେ ଡିସେମ୍ବରରେ ଉଭୟ ପକ୍ଷ(ଭାରତ-ଚାଇନା)ପଛକୁ ହଟି ଯାଇଛନ୍ତି ।

ବେଦାନ୍ତ ପଟେଲ ଭାରତ ଓ ଆମେରିକା ମଧ୍ୟରେ ପ୍ରାଦ୍ୟୋଗିକ ସହଯୋଗର ଭବିଷ୍ୟତକୁ ନେଇ କହିଛନ୍ତି ଭାରତ ବ୍ୟବସାୟ ସହଯୋଗ, ସୁରକ୍ଷା ସହଯୋଗ, ଟେକନିକ ସହଯୋଗ ସହିତ ଆହୁରି କିଛି କ୍ଷେତ୍ରରେ ଆମେରିକାର ଏକ ମହତ୍ୱପୂର୍ଣ୍ଣ ଅଂଶିଦାର ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?