ଆମେରିକାର ଡେନଭରରେ ବାସ୍କେଟବଲ୍‌ ବିଜୟ ଉତ୍ସବ ପାଳନବେଳେ ଗୁଳିକାଣ୍ଡ, ୧୦ଆହତ

ଓ୍ବାଶିଂଟନ୍‌,୧୩।୬: ଆମେରିକାର ଡେନଭରରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଗୁଳିକାଣ୍ଡରେ ୧୦ଜଣ ଆହତ ହୋଇଥିବା ପୋଲିସ କହିଛି। ଏଥି ମଧ୍ୟରୁ ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି।

ଏକ ବାସ୍କେଟ୍‌ବଲ୍‌ ମ୍ୟାଚ୍‌ରେ ଡେନଭର ନଗେଟ୍ସ ମ୍ୟାଚ୍‌ ଜିତିବାରୁ ପ୍ରଶଂସକମାନେ ଉତ୍ସାହିତ ହୋଇ ରାସ୍ତାରେ ବିଜୟ ଉତ୍ସବ ପାଳନ କରୁଥିଲେ। ହଠାତ୍‌ ରାତି ୧୨ଟା ୩୦ରେ ଗୁଳିକାଣ୍ଡ ଘଟିଥିଲା। ଏହି ଗୁଳିକାଣ୍ଡ ପଡିଆରୁ ୧.୬ମାଇଲ୍‌ ଦୂରରେ ଘଟିଥିଲା।

ଡେନଭର ପୋଲିସ ବିଭାଗ ଟ୍ବିଟ୍‌ କରି କହିଛି, ଏହି ଗୁଳିକାଣ୍ଡରେ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ ଅନ୍ୟମାନଙ୍କୁ ମରଣାନ୍ତକ ଆଘାତ ଲାଗିଛି। ଗୁଳିକାଣ୍ଡରେ ଗିରଫ ହୋଇଥିବା ସନ୍ଦିଗ୍ଧଙ୍କୁ ମଧ୍ୟ ଗୁଳି ବାଜିଛି। ପୋଲିସ ଏହି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri