ଆମେରିକାରେ ଶବଦାହ ଗୃହ ବାହାରେ ଫୁଟିଲା ଗୁଳି, ଜଣେ ମୃତ, ୩ ଆହତ

ଓ୍ବାଶିଂଟନ,୧୨।୪: ଆମେରିକାର ରାଜଧାନୀ ଓ୍ବାଶିଂଟନ ଡିସିରେ ମଙ୍ଗଳବାର ଏକ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି। କୁହାଯାଉଛି କି ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ସେହି ସମୟରେ ହୋଇଥିଲା ଯେତେବେଳେ କେତେଜଣ ବ୍ୟକ୍ତି କାହାର ଅନ୍ତିମ ସଂସ୍କାରରେ ସାମିଲ ହେବାକୁ ପହଞ୍ଚିଥିଲେ।
ମେଟ୍ରୋପଲିଟନ ପୋଲିସ ମୁଖ୍ୟ ରବର୍ଟ କୋଂଟି କହିଛନ୍ତି, ଉତ୍ତର-ପୂର୍ବ ଓ୍ବାଶିଂଟନରେ ଶବଦାହ ଗୃହ ନିକଟରେ ଜଣେ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ, ଯେଉଁଠାରେ ଦିନ ପ୍ରାୟ ୧୨ଟା ୩୦ରେ ଗୁଳି ଫୁଟିଥିଲା। ପୋଲିସର ସୂଚନା ମୁତାବକ, ଅନ୍ତିମ ସଂସ୍କାର ଶେଷ ହେବାର ପ୍ରାୟ ୨୦ ମିନିଟ ପରେ ଏହି ଗୁଳିକାଣ୍ଡ ହୋଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?