୩ ଜାହାଜକୁ ବୁଡ଼ାଇ ୧୦ ଉଗ୍ରବାଦୀଙ୍କୁ ହତ୍ୟା କଲା ଆମେରିକା

କାଇରୋ,୧।୧: ଲୋହିତ ସାଗରରେ ମସ୍କ କଣ୍ଟେନର୍‌ ଜାହାଜ ଉପରେ ଇରାନ ସମର୍ଥୀତ ହାଉତୀ ଉଗ୍ରବାଦୀମାନେ ଆକ୍ରମଣ କରିଥିଲେ। ହେଲେ ଆମେରିକା ଏହାର ଦୃଢ଼ ଜବାବ ଦେଇଛି। ଆମେରିକୀୟ ହେଲିକପ୍ଟର ହାଉତୀର ୩ଟି ଜାହାଜ ବୁଡ଼ାଇ ଦେବା ସହିତ ୧୦ଜଣ ହାଉତୀ ଉଗ୍ରବାଦୀଙ୍କୁ ହତ୍ୟା କରାଯାଇଥିବା ରବିବାର ଆମେରିକା ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଲୋହିତ ସାଗରରେ ଏକ ପ୍ରକାର ନୌଯୁଦ୍ଧ ଆରମ୍ଭ ହୋଇଯାଇଛି।

ରବିବାର ହୋଇଥିବା ଏହି ନୌସେନା ଯୁଦ୍ଧରେ ଆକ୍ରମଣକାରୀମାନେ ସିଙ୍ଗାପୁରରେ ପଞ୍ଜୀକୃତ ହୋଇଥିବା ମସ୍କ ହାଙ୍ଗଜୌ ଜାହାଜକୁ ଚିଢି ଆସିଥିଲେ ବୋଲି ଆମେରିକା ସେଣ୍ଟ୍ରାଲ କମାଣ୍ଡୋ ପକ୍ଷରୁ କହିଛି। ଏହି ଆକ୍ରମଣ ପରେ ୪୮ ଘଣ୍ଟା ପର୍ଯ୍ୟନ୍ତ ଲୋହିତ ସାଗରରେ ସମସ୍ତ ଜାହାଜ ଚଳାଚଳ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri