ଆମେରିକାରେ ତୁଷାର ଝଡ଼: ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି

ଓ୍ବାଶିଂଟନ,୨୬ା୧୨: ଆମେରିକାର ବିଭିନ୍ନ ଅଞ୍ଚଳରେ ତୁଷାର ଝଡ଼ ହେବାରୁ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି। ପ୍ରବଳ ଥଣ୍ଡାରେ ମୃତ୍ୟୁ ହେବା ସହ ତୁଷାରପାତ ଯୋଗୁ ସଡ଼କ ଦୁର୍ଘଟଣା ଘଟି ଲୋକଙ୍କ ଜୀବନ ଯାଇଛି। ଏପରିକି ବୁଫାଲୋ ବିମାନବନ୍ଦରରେ ୪୩ ଇଞ୍ଚର ବରଫ ଆସ୍ତରଣ ଦେଖିବାକୁ ମିଳିଛି। ବୁଫାଲୋ ଏବଂ ଏହାର ଆଖପାଖ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନ ହିରୋ, ବିବେକ ଭିଲେନ୍‌; ବକ୍ସ ଅଫିସରେ ମୁହାଁମୁହିଁ ହେବେ…

ମୁମ୍ବାଇ: ୨୦୨୭ ମସିହା ଇଦ୍‌ ଅବସରରେ ବକ୍ସ ଅଫିସରେ ଏକ ବଡ଼ ଧରଣର ମହାଲଢ଼େଇ ଦେଖିବାକୁ ମିଳିବ। ବଲିଉଡର ସୁଲତାନ ସଲମାନ ଖାନଙ୍କ ଆଗାମୀ ଆକ୍ସନ ଫିଲ୍ମ…

RCBକୁ ବହୁତ ବଡ଼ ଝଟ୍‌କା: ୧୧ ଛକା ମାରିଥିବା ଖେଳାଳି ଦଳରୁ ବାହାର, ଡେବ୍ୟୁ କଲେ…

ବେଙ୍ଗାଲୁରୁ,୨୪।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ରଜତ ପାଟିଦାର ଟସ ଜିତି ପ୍ରଥମେ ଗୁଜରାଟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ମ୍ୟାଚ୍‌ ଆରମ୍ଭରୁ ହିଁ ଆରସିବି…

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

ଭାଜପାରେ ଯୋଗଦେଲେ ରାଘବ ଚଢା, ମିଳିବ ବଡ଼ ଦାୟିତ୍ୱ! ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଭାଜପାରେ ଯୋଗଦେଲେ ରାଘବ ଚଢା। କିଛି ସମୟ ପୂର୍ୱରୁ ଏଏପିରୁ ଇସ୍ତଫା ଘୋଷଣା କରିଥିବା ରାଜ୍ୟ ସଭା ଏମପି ରାଘବ ଚଢା, ଅଶୋକ ମିତ୍ତଲ ଏବଂ…

ମୋଦି କ୍ୟାବିନେଟ ନା ପଞ୍ଜାବ ଭାଜପାର ଚେହେରା ହେବେ ଚଢା? ଜଣାପଡିଲା ଭିତିରି ଖେଳ

ନୂଆଦିଲ୍ଲୀ,୨୪।୪: ରାଘବ ଚଢା ଏବଂ ଅନ୍ୟ ଛଅ ଜଣ ରାଜ୍ୟ ସଭା ଏମପି ଆମ ଆଦମୀ ପାର୍ଟି (ଆପ) ଛାଡି ଭାଜପାରେ ଯୋଗଦେବାର ଘୋଷଣା ଭାରତୀୟ ରାଜନୀତିରେ…

ଭାଙ୍ଗିଯିବ ପଞ୍ଜାବର ମାନ ସରକାର? ଏଏପିର ୭ ଏମପି ଦଳ ଛାଡିବା ପରେ ବଢିଲାଣି ଚିନ୍ତା

ନୂଆଦିଲ୍ଲୀ,୨୪।୪: ପଞ୍ଜାବରେ ଆମ ଆଦମୀ ପାର୍ଟି (AAP) ସରକାର ପତନ ଦ୍ୱାରରେ ପହଞ୍ଚିଛି କି? ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, AAP ରାଜ୍ୟ ସଭା ଏମପି ରାଘବ ଚଢା,…

ରାଘବ ଚଢାଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ କେଜରିଓ଼୍ବାଲ, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟିକୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ଶୁକ୍ରବାର ୨୪ ଏପ୍ରିଲ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ରାଘବ ଚଢା କହିଛନ୍ତି ଯେ…

କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍‌, ବାଟରେ ଓଲଟିପଡ଼ିଲା

ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri