ଆମେରିକା-ଦକ୍ଷିଣ କୋରିଆ କରିପାରନ୍ତି ଆଣବିକ ଆକ୍ରମଣ, ଆମେ ବି ପ୍ରସ୍ତୁତ: କିମ୍‌…

ପ୍ୟୋଙ୍ଗୟାଙ୍ଗ,୨୦।୩ : ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ ତାଙ୍କ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି,ଯେକ କୌଣସି ସମୟରେ ଆମକୁ ଆଣବିକ ଷ୍ଟ୍ରାଇକ ଆରମ୍ଭ କରିବାକୁ ପ୍ରସ୍ତୁତ ରହିବାକୁ ପଡ଼ିବ। ଆମେରିକା ଦକ୍ଷିଣ କୋରିଆ ଆଣବିକ ଅସ୍ତ୍ର ସହିତ ମିଳିତ ସାମରିକ ଅଭ୍ୟାସ କରୁଛନ୍ତି। ସେମାନେ ଯେକୌଣସି ସମୟରେ ଯୁଦ୍ଧ ଆରମ୍ଭ କରିପାରନ୍ତି।

ଉତ୍ତର କୋରିଆ ନେତା ଆମେରିକାକୁ ଯୁଦ୍ଧ ଆରମ୍ଭ କରିଥିବା ଅଭିଯୋଗ କରି କହିଛନ୍ତି ଯେ ଯୁଦ୍ଧକୁ ରୋକିବା ପାଇଁ ଆମେ ଯେକୌଣସି ସମୟରେ ଆଣବିକ ଆକ୍ରମଣ ଆରମ୍ଭ କରିବାକୁ ପ୍ରସ୍ତୁତ। କିମଙ୍କ ମନ୍ତବ୍ୟ ଏପରି ଏକ ସମୟରେ ଆସିଛି ଯେତେବେଳେ ଆମେରିକା ଏବଂ ଦକ୍ଷିଣ କୋରିଆ ସେମାନଙ୍କର ସାମରିକ ଅଭ୍ୟାସକୁ ଜୋରଦାର କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ; ଅଭିଜିତ ଦୀପକେଙ୍କୁ ମିଳିଲା ବଡ଼ ପଦ

ନୂଆଦିଲ୍ଲୀ, ୭।୮: କକରୋଚ ଜନତା ପାର୍ଟି (CJP)ର ଜାତୀୟ କାର୍ଯ୍ୟକାରିଣୀ ଗଠନ ହୋଇଛି। ଏଥିରେ ଅଭିଜିତ ଦୀପକେଙ୍କ ସମେତ ୧୨ ଜଣଙ୍କୁ ସ୍ଥାନ ମିଳିଛି। ଅଭିଜିତ ଦୀପକେଙ୍କ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri