ବିମାନ ରାସ୍ତାରେ ବର୍ଷିଲା ବିଜୁଳି, ବିମାନର ଜରୁରୀ ଅବତରଣ

ୱାଶିଂଟନ,୨୪ ।୧୨: ଆମେରିକାର ସ୍ପିରିଟ ଏୟାର ଲାଇନ୍ସର ବିମାନ ଉପରେ ଆକାଶରୁ ବିଜୁଳି ପଡିବା ପରେ ଏହାର ଜରୁରୀ ଅବତରଣ କରାଯାଇଛି । ବିମାନଟି ଫିଲାଡେଲଫିୟାରୁ ଟେକଅପ କରି କ୍ୟାନକନ ଯାତ୍ରା କରୁଥିଲା । ଏହି ସମୟରେ ଚାଳକ ଦଳର ସଦସ୍ୟ ୨ଥର ବିଜୁଳି ପଡିବା ଲକ୍ଷ୍ୟ କରିଥିଲେ । ଏହାପରେ ତୁରନ୍ତ ବିମାନର ଜରୁରୀ ଅବତରଣ କରାଯାଇଥିଲା ।
ଏୟାର ଲାଇନ ପକ୍ଷରୁ ଦିଆଯାଇଥିବା ଏକ ବୟାନରେ କୁହାଯାଇଛି କି ବିମାନଟି କ୍ୟାନକନ ଯାତ୍ରା କରୁଥିଲା । ଏହି ସମୟରେ ଆକାଶରେ ଚାଳକ ଦଳର ସଦସ୍ୟ ବିଜୁଳି ପଡିବାର ଦେଖିବା ପରେ ବିମାନଟିକୁ ତୁରନ୍ତ ଫେଲାଡେଲଫିୟା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ସୁରକ୍ଷିତ ଲ୍ୟାଣ୍ଡିଂ କରିଥିଲେ । ବୟାନରେ କୁହାଯାଇଛ କି ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । ହେଲେ ଏୟାରଲାଇନ୍ସ ପକ୍ଷରୁ ଯାତ୍ରୀଙ୍କ ସଂଖ୍ୟା କେତେଥିଲା ତାହା ସ୍ପଷ୍ଟ କରାଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri