ଜି -୨୦ ସମ୍ମିଳନୀରେ ୟୁକ୍ରେନ ଯୁଦ୍ଧ ହେବ ଶୀର୍ଷ ପ୍ରସଙ୍ଗ: ଆମେରିକା

ଓ୍ବାଶିଂଟନ୍‌,୯।୮: ୟୁକ୍ରେନ-ରୁଷିଆ ଯୁଦ୍ଧ ବର୍ତ୍ତମାନ ବିଶ୍ୱ ଚିନ୍ତାର ବିଷୟ ପାଲଟିଛି। ଏହି କାରଣରୁ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ସମ୍ମିଳନୀରେ ଯୁଦ୍ଧ ବିଷୟରେ ବିସ୍ତୃତ ଭାବେ ଆଲୋଚନା ହେବ। ଆମେରିକାର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି ଯେ ଜି -୨୦ ସମ୍ମିଳନୀ ସମୟରେ ସହଯୋଗୀ ତଥା ଅଂଶୀଦାରମାନଙ୍କ ସହ ବୈଠକ ଏବଂ ବାର୍ତ୍ତାଳାପରେ ଆମେ ୟୁକ୍ରେନ ଯୁଦ୍ଧ ବିଷୟରେ ଆଲୋଚନା କରିବାକୁ ଚାହୁଁଛୁ। ଏହା ଆମର ବାର୍ତ୍ତାଳାପର ଏକ ପ୍ରମୁଖ ବିଷୟ ହେବ ଏବଂ ମୋର ଏଥିରେ କୌଣସି ସନ୍ଦେହ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri