ଭାରତ-ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାର୍ତ୍ତା’କୁ ସମର୍ଥନ କରିବ ଆମେରିକା, ହେଲେ ନିଷ୍ପତ୍ତି ସେମାନଙ୍କୁ ନେବାକୁ ପଡିବ

ୱାଶିଂଟନ,୧୦ ।୩: ଆମେରିକା ଗୁରୁବାର ଦୋହରାଇଛି ଯେ ଦୀର୍ଘ ସମୟରୁ ଲାଗି ରହିଥିବା ବିବାଦର ସମାଧାନ କରିବାକୁ ଭାରତ ଓ ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାତ୍ତା’କୁ ସମର୍ଥନ କରୁଛି । ଆମେରିକା ବୈଦେଶିକ ବିଭାଗର ଏକ ପ୍ରେସ ବ୍ରିଫିଙ୍ଗରେ ପ୍ରବକ୍ତା ନେଡ ପ୍ରାଇସ କହିଛନ୍ତି, ଆମେ ରଚନାତ୍ମକ କଥାବାର୍ତ୍ତାର ସମର୍ଥନ କରୁଛୁ । ଦୀର୍ଘ ଦିନ ଧରି ଲାଗି ରହିଥିବା ବିବାଦକୁ ସୁଧାରିବାକୁ ଭାରତ ଓ ପାକିସ୍ତାନ ମଧ୍ୟରେ କୂଟନୀତିର ସମର୍ଥନ କରୁଛୁ । ଆମେ ଏକ ଅଂଶିଦାର, ଆମେ ସେହି କଥାକୁ ସମର୍ଥନ କରିବାକୁ ରାଜି ଅଛୁ ଯାହା ସେମାନଙ୍କୁ ଉଚିତ ଲାଗିବ । ପ୍ରାଇସ ଆହୁରି ମଧ୍ୟ କହିଛନ୍ତି ଯେ କୌଣସି ପ୍ରକାର ନିଷ୍ପତ୍ତି ଭାରତ ଓ ପାକିସ୍ତାନକୁ ନେବାକୁ ପଡିବ ।
ନେଡ ପ୍ରାଇସ କହିଛନ୍ତି, ଏହା ଏପରି ନିଷ୍ପତ୍ତି ଯାହା ପାକିସ୍ତାନ ଓ ଭାରତ ନିଜେ ନେବା କଥା । ଏହା ଆମେରିକା ପାଇଁ ନୁହେଁ ଯେ ସେମାନଙ୍କର ପରସ୍ପର ସହ ସମ୍ପର୍କକୁ ନେଇ ଆମେରିକା ନିଷ୍ପତ୍ତି ନେବ । ପାକିସ୍ତାନ ସୀମାରେ ଆତଙ୍କବାଦୀ ପ୍ରସଙ୍ଗରେ ଉଭୟ ଦେଶ ମଧ୍ୟରେ ସମ୍ପର୍କ ବେଶ କିଛି ବର୍ଷ ହେବ ଅନିଶ୍ଚିତତା ମଧ୍ୟରେ ରହିଛି । ଏମିତିକି ଇସଲାମାବାଦ କୌଣସି କଥାବାର୍ତ୍ତା ପାଇଁ ପୂର୍ବ ଭାରତୀୟ ଜମ୍ମୁ-କଶ୍ମୀର ଓ କଶ୍ମୀର ପାଇଁ ଅନୁଚ୍ଛେଦ ୩୭୦କୁ ଲାଗୁ କରିବାକୁ ଦାବି କରି ଆସୁଛି ବୋଲଇ ପ୍ରାଇସ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri