ବାଇଡେନଙ୍କ ଘୋଷଣା: ବିମାନ ବାତିଲ ଅବା ବିଳମ୍ବ ହେଲେ ମିଳିବ କ୍ଷତିପୂରଣ

ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ତାଙ୍କ ପ୍ରଶାସନ ଏକ ନିୟମ କରିବ, ଯେଉଁଥିରେ ଏୟାରଲାଇନ୍ସ ବିମାନ ଯାତ୍ରୀଙ୍କୁ କ୍ଷତିପୂରଣ ଦେବ, ସେମାନଙ୍କ ଭୋଜନ ଓ ହୋଟେଲ ଖର୍ଚ୍ଚ ବହନ କରିବ, ଯଦି ଏୟାରଲାଇନ୍ସ ପକ୍ଷରୁ ଫ୍ଲାଇଟ କ୍ୟାନସେଲ ଅବା ରଦ୍ଦ ହେଉଛି। ଏହି କ୍ଷତିପୂରଣ ଟିକେଟ ରିଫଣ୍ଡ ସହ କରାଯିବ। ଏହା ଆମେରିକାରେ ଉପଭୋକ୍ତାଙ୍କୁ ୟୁରୋପୀୟ ସଂଘର ସମାନ ସୁରକ୍ଷା ପ୍ରଦାନ କରିବ।

ବାଇଡେନ କହିଛନ୍ତି, ମୁଁ ଜାଣେ ଆପଣ ଆମେରିକୀୟ ଏୟାରଲାଇନ୍ସରୁ ପାଇଥିବା ସେବାରେ ଆପଣଙ୍କ ମଧ୍ୟରୁ କେତେଜଣ ନିରାଶ ହୋଇଛନ୍ତି। ସେଥିପାଇଁ ଆମେରିକାର ବିମାନ ଯାତ୍ରୀମାନଙ୍କୁ ସର୍ବୋତ୍ତମ ସେବା ଦେବା ଆମର ସର୍ବୋଚ୍ଚ ପ୍ରାଥମିକତା। ଆପଣ ଆପଣଙ୍କ ଟିକେଟର ମୂଲ୍ୟ ପାଇବାକୁ ଅଧିକ ଯୋଗ୍ୟ ଅଟନ୍ତି। ଆପଣ ସମ୍ପୂର୍ଣ୍ଣ କ୍ଷତିପୂରଣ ପାଇବାକୁ ଯୋଗ୍ୟ। ଆପଣଙ୍କ ସମୟ ମୂଲ୍ୟବାନ। ପରିବହନ ବିଭାଗର ଅଧିକାରୀ, ଯିଏ ନୂଆ ନିୟମ ଲେଖିବେ ସେ କହିଛନ୍ତି, ପ୍ରକ୍ରିୟା ଆରମ୍ଭ କରିବାକୁ ଆବଶ୍ୟକ ନୋଟିସ ଶୀଘ୍ର ପ୍ରକାଶିତ କରିବାକୁ କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri