Posted inଜାତୀୟ

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌ ସୁଲିଭାନ୍‌ ସୋମବାର ଏହା କହିଛନ୍ତି। ଆଇଆଇଟି ଦିଲ୍ଲୀରେ ଉଦ୍‌ବୋଧନ ଦେଇ ସୁଲିଭାନ୍‌ କହିଛନ୍ତି, ଦିବଙ୍ଗତ ପ୍ରଧାନମନ୍ତ୍ରୀ ମନମୋହନ ସିଂ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଜର୍ଜ ବୁଶ୍‌ଙ୍କ ସହ ସିଭିଲ୍‌ ନ୍ୟୁକ୍ଲିୟର ଡିଲ୍‌ ସ୍ବାକ୍ଷର କରିଥିଲେ। ଇତିମଧ୍ୟରେ ୨ ଦଶନ୍ଧି ବିତିଥିଲେ ମଧ୍ୟ ଉଭୟ ଦେଶ ଏହାର ସହଯୋଗକୁ ସମ୍ପୂର୍ଣ୍ଣ ଅନୁଭବ କରିନାହାନ୍ତି। ଭାରତର ପ୍ରମୁଖ ଆଣବିକ ସଂସ୍ଥା ଏବଂ ଆମେରିକୀୟ କମ୍ପାନୀ ମଧ୍ୟରେ ବେସାମରିକ ଆଣବିକ ସହଯୋଗ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରୁଥିବା ପୁରୁଣା ନିୟାମକଗୁଡ଼ିକୁ ହଟାଇବା ପାଇଁ ଓ୍ବାଶିଂଟନ ନେଇଥିବା ଆବଶ୍ୟକ ପଦକ୍ଷେପ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆନୁଷ୍ଠାନିକ କାଗଜପତ୍ର କାମ ଶେଷ ହେଲେ ଭାରତ-ଆମରିକା ସମ୍ପର୍କରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହେବ ବୋଲି ସୁଲିଭାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri