ଆମେରିକାରେ ଘୂର୍ଣ୍ଣିଝଡ଼ ମୃତ୍ୟୁସଂଖ୍ୟା ୩୨କୁ ବୃଦ୍ଧି

ଓ୍ବାଶିଂଟନ,୩ା୪: ଆମେରିକାର ଦକ୍ଷିଣ ଏବଂ ମଧ୍ୟପଶ୍ଚିମ ଘୂର୍ଣ୍ଣିଝଡ଼ରେ ମୃତ୍ୟୁ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଟେନେସି କଣ୍ଟିରେ ୯ ଜଣ ପ୍ରାଣ ହରାଇଥିବା ବେଳେ ଓ୍ବିନେ ଏବଂ ଆର୍କାନ୍ସରେ ୪ ଜଣ, ସୁଲିଭାନ ଏବଂ ଇଣ୍ଡିୟାନାରେ ୩ ଜଣ ଏବଂ ଇଲିନୋଏଜରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ମୃତକମାନେ ଅଲବାମା ଏବଂ ମିସିସିପିର ଅଟନ୍ତି।

Share