ଚାଇନା ବିରୋଧରେ ଆମେରିକା-ବ୍ରିଟେନ୍‌-ଅଷ୍ଟ୍ରେଲିଆର ସାମରିକ ମେଣ୍ଟ, ନିର୍ମାଣ ହେଉଛି ପରମାଣୁ ସବ୍‌ମେରାଇନ୍‌…

ଓ୍ବାଶିଂଟନ,୧୬।୯: ଚାଇନାକୁ ଘେରିବା ପାଇଁ ଆମେରିକା, ବିଟ୍ରେନ୍‌ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସାମରିକ ମେଣ୍ଟ ଗଠନ ହୋଇଛି। ଏହା ଅନ୍ତର୍ଗତ ଆମେରିକା ଓ ବ୍ରିଟେନ୍‌ର ସହାୟତାରେ ଅଷ୍ଟ୍ରେଲିଆ ପରମାଣୁ ସବ୍‌ ମେରାଇନ୍‌ ନିର୍ମାଣ କରିବାକୁ ଯୋଜନା କରିଛି।

ଫ୍ରାନ୍ସ ମଧ୍ୟ ଏଥିରେ ଆବଶ୍ୟକ ସହାୟତା କରୁଛି। ଏନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ ଏବଂ ବିଟ୍ରେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ମଧ୍ୟରେ ଏକ ବୈଠକ ଭିଡ଼ିଓ କନଫରେନ୍ସିଂରେ ଅନୁଷ୍ଠିତ ହୋଇଯାଇଛି।

ଏହି ପ୍ରକଳ୍ପକୁ ଔକୁସ(ଏୟୁକେୟୁଏସ୍‌) ଭାବେ ନାମିତ କରାଯାଇଛି। ଏହାକୁ ନେଇ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ଓ୍ବାଶିଂଟନ ଦୂତାବାସରେ ଅବସ୍ଥାପିତ ଥିବା ଚାଇନାର ପ୍ରବକ୍ତା କହିଛନ୍ତି ଯେ, କେତେକ ଦେଶକୁ ଶୀତଳ ଯୁଦ୍ଧ ଭଳି ମାନସିକତାଠାରୁ ଦୂରେଇ ରହିବା ଆବଶ୍ୟକ। ଏହାଦ୍ୱାରା ଚାଇନା ବିରୋଧରେ ଅନ୍ତର୍ଜାତୀୟସ୍ତରରେ ଏକ ସାମରିକ ଧ୍ରୁବୀକରଣ ପ୍ରକିୟା ଆରମ୍ଭ ହୋଇଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?