ଆମେରିକା-ବ୍ରିଟେନ-ଅଷ୍ଟ୍ରେଲିଆ ନିର୍ମାଣ କରିବେ ହାଇପରସୋନିକ କ୍ଷେପଣାସ୍ତ୍ର, ଚାଇନାକୁ ମିଳିବ କଡ଼ା ଜବାବ…

ଓ୍ବାଶିଂଟନ, ୭।୪ : ଆମେରିକା, ବ୍ରିଟେନ ଏବଂ ଅଷ୍ଟ୍ରେଲିଆ କହିଛନ୍ତି ଯେ ନିକଟରେ ଗଠିତ ସୁରକ୍ଷା ସହଯୋଗୀ ’ଓକସ’ ଅଧୀନରେ ଏକ ହାଇପରସୋନିକ କ୍ଷେପଣାସ୍ତ୍ର ନିର୍ମାଣ ପାଇଁ ସେମାନେ ମିଳିତ ଭାବେ କାର୍ଯ୍ୟ କରିବେ। ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାର ବୃଦ୍ଧି ପାଉଥିବା ସାମରିକ କାର୍ଯ୍ୟକଳାପକୁ ଦୃଷ୍ଟିରେ କଡ଼ା ଜବାବ ଦେବାକୁ ତିନି ଦେଶ ଏହି ଘୋଷଣା କରିଛନ୍ତି।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ଓକସର ଅଗ୍ରଗତି ବିଷୟରେ ବିଚାର କରିବା ପରେ ଏହି ଯୋଜନା ଘୋଷଣା କରିଛନ୍ତି। ମିଳିତ ବିବୃତ୍ତିରେ ନେତାମାନେ କହିଛନ୍ତି ଯେ ସୂଚନା ବାଣ୍ଟିବା ଏବଂ ପ୍ରତିରକ୍ଷା ନବସୃଜନ ଉପରେ ସହଯୋଗକୁ ତ୍ୱରାନ୍ବିତ କରିବା ସହିତ ହାଇପରସୋନିକ, ଆଣ୍ଟି ହାଇପରସୋନିକ ସିଷ୍ଟମ ଏବଂ ଇଲୋକ୍ଟ୍ରୋନିକ୍‌ ଯୁଦ୍ଧ କ୍ଷମତା ଉପରେ ଏକ ନୂତନ ତ୍ରିପାକ୍ଷିକ ସହଯୋଗ ପାଇଁ ସେମାନେ ପ୍ରତିଶ୍ରୁତିବଦ୍ଧ।

ଗତ ବର୍ଷ ଚୀନ ଏହି ପରୀକ୍ଷା କରିଥିଲା। ଏହା ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଥିଲା। ଆମେରିକାର ଜଏଣ୍ଟ୍‌ ଚିଫ୍‌ ଅଫ୍‌ ଷ୍ଟାଫ୍‌ ଜେନେରାଲ ମାର୍କ ମିଲି ଗତ ବର୍ଷ ଅକ୍ଟୋବରରେ ନିଶ୍ଚିତ କରିଥିଲେ ଯେ ଚାଇନା ଏକ ହାଇପରସୋନିକ କ୍ଷେପଣାସ୍ତ୍ର ପ୍ରଣାଳୀ ପରୀକ୍ଷା କରିଛି। ପରେ ଚାଇନାକୁ ଠିକଣା ଜବାବ ଦେବାକୁ ଆମେରିକା ପକ୍ଷରୁ ଯୋଜନାବଦ୍ଧ ଭାବେ ମିଳିତ ସାମୁଖ୍ୟ ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri