ଭାରତକୁ ଆମେରିକା-ବ୍ରିଟେନ୍‌ବାସୀଙ୍କୁ ଆସିବା ମନା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ଆକ୍ରାନ୍ତ ବୟସ୍କଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ପକ୍ଷରୁ ଭାରତ ପାଇଁ ଆଲର୍ଟ ଜାରି କରାଯାଇଛି। ଆମେରିକାବାସୀଙ୍କୁ ଭାରତ ଯାତ୍ରା ନ କରିବାକୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ସୁରକ୍ଷା ଦୃଷ୍ଟିରୁ ଏପରି କରାଯାଇଥିବା ବାଇଡେନ୍‌ ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ବ୍ରିଟେନ୍‌ ପକ୍ଷରୁ ଭାରତକୁ ରେଡ୍‌ ତାଲିକା ଭୁକ୍ତ କରାଯାଇଛି। ଭାରତରୁ ବିଟ୍ରେନ୍‌ ଯାତ୍ରା ଉପରେ କଟକଣା ଜାରି କରାଯାଇଛି। ସେହିପରି ବ୍ରିଟେନ୍‌ବାସୀଙ୍କୁ ମଧ୍ୟ ଭାରତ ଯାତ୍ରା ନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପବାସରେ କୁଟୀରଶିଳ୍ପ କାରିଗର

କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍‌ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ...

ବଞ୍ଚିଥିବା ସମୟରେ ମିଳିଲାନି ଭେଣ୍ଟିଲେଟର, ମୃତଦେହ ନେବାକୁ ମଧ୍ୟ ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ଶ୍ମଶାନ ଗଲା ମୃତଦେହ

ପୁଣେ,୧୩ା୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ସବୁଠୁ ଦୁଃଖଦାୟକ କଥା ହେଲା କରୋନା ଆକ୍ରାନ୍ତଙ୍କ...

ହ୍ବାଇଟ୍‌ ହାଉସ୍‌ରେ ଟ୍ରମ୍ପ୍‌ ପାଳିଲେ ଦୀପାବଳି, ସମଗ୍ର ବିଶ୍ୱବାସୀଙ୍କୁ ଦେଲେ ଏହି ବାର୍ତ୍ତା

ଓ୍ବାଶିଂଟନ,୧୫ା୧୧: କେବଳ ଭାରତ ନୁହେଁ, ବିଦେଶରେ ମଧ୍ୟ ପାଳନ କରାଯାଇଛି ଆଲୋକର ପର୍ବ ଦୀପାବଳି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିୟା...

ଚାଇନାର ଚାଲାକି: ପଡୋଶୀ ଦେଶକୁ ସାହାଯ୍ୟ କରି ଭାରତକୁ ଘେରିବାକୁ କରୁଛି ଚେଷ୍ଟା

ବେଜିଂ,୯।୯: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ ପରେ, ଅବଶିଷ୍ଟ ବିଶ୍ୱ ଅପେକ୍ଷା ନୀତି ଆପଣାଇଛି। କିନ୍ତୁ ଚାଇନା ଆଫଗାନିସ୍ତାନର ଅର୍ଥନୈତିକ ସଙ୍କଟ ଦୂର କରିବା ପାଇଁ...

ଜାପାନୀ ଶିଳ୍ପପତି ନିଜ ଟୁଇଟର ଫଲୋଅର୍ସଙ୍କୁ ବାଣ୍ଟିବେ ୪୬ କୋଟି…

ଟୋକିଓ, ୯।୧: ପୃଥିବୀର ବିଭିନ୍ନ ଲୋକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ସଉକ ଦେଖିବାକୁ ମିଳିଥାଏ। ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଜାପାନର ଶିଳ୍ପପତି ୟୁସାକୁ ମିଜାବା।...

୧୦ ହଜାର ଟପିଲା ‘ମୋ ପ୍ରତିଭା’ ଆବେଦନ

ଭୁବନେଶ୍ୱର,୯।୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ଶିଶୁଙ୍କ ସୃଜନଶୀଳତାର ବିକାଶ ପାଇଁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ୟୁନିସେଫ୍‌...

୧୧ରୁ କାର୍ଯ୍ୟସ୍ଥଳରେ ଟିକା

ନୂଆଦିଲ୍ଲୀ, ୮।୪: ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଢ଼ୁଥିବାରୁ ଟିକାକରଣକୁ ଅଧିକ ବ୍ୟାପକ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧୧ରୁ...

କରୋନା ସହ ଲଢ଼ୁଥିବା ରଓ୍ବୋ ରାଜକୁମାରୀ ବଖାଣିଲେ ହସ୍ପିଟାଲର ଅନୁଭୂତି

ମୁମ୍ବାଇ,୮।୬: ଟେଲି ଅଭିନେତ୍ରୀ ତଥା ମଧ୍ୟପ୍ରଦେଶର ରଓ୍ବୋ ରାଜକୁମାରୀ ମୋହେନା କୁମାରୀ ସିଂହ ଓ ତାଙ୍କ ପୁରା ପରିବାର ଏବେ କରୋନା କବଳରେ। ମୋହେନାଙ୍କ ସହ...

Advertisement


Archives

Model This Week