ଅଗଷ୍ଟରେ ଆମେରିକାରେ ଚାକିରି ଖୋଜିଛନ୍ତ ୭ଲକ୍ଷ ୩୬ହଜାର ଲୋକ

ଓ୍ବାଶିଂଟନ୍‌,୨।୯: ଭାରତ ପରି ଆମେରିକାରେ ମଧ୍ୟ ବେରୋଜଗାରି ହାର ବଢିବାରେ ଲାଗିଛି। ଆମେରିକାର ଶ୍ରମ ବିଭାଗ ଏନେଇ ଏକ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟରେ କୁହାଯାଇଛି ଯେ, ବେକାରୀ ହାର ୩.୫ରୁ ବଢି ୩.୮ପ୍ରତିଶତକୁ ବୃଦ୍ଧି ପାଇଛି। ପରିସଂଖ୍ୟାନ ଅନୁଯାୟୀ, ବହୁ ସଂଖ୍ୟକ ଲୋକ ଆମେରିକାରେ ଚାକିରି ଖୋଜୁଛନ୍ତି। ଅଗଷ୍ଟରେ ୭ଲକ୍ଷ ୩୬ହଜାର ଲୋକ ଆମେରିକାରେ ଚାକିରି ଖୋଜୁଛନ୍ତି।

ସେହିପରି ଆମେରିକାରେ ଚାକିରୀ କରୁଥିବା ବ୍ୟକ୍ତିଙ୍କ ତୁଳନାରେ ଚାକିରି ଖୋଜୁଥିବା ବ୍ୟକ୍ତିଙ୍କ ଅନୁପାତ ୬୨.୮ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୦ ଠାରୁ ଏହି ଅନୁପାତ ସର୍ବୋଚ୍ଚ ସ୍ତରରେ ଥିଲା। କାରଣ କରୋନାରେ ବହୁ ଲୋକ ଚାକିରି ହରାଇଥିଲେ।

ତେବେ ଗଲା ଅଗଷ୍ଟ ମାସରେ ୧.୫ ଲକ୍ଷରୁ ଅଧିକ ଲୋକଙ୍କୁ ଚାକିରି ମିଳିଛି। ପ୍ରାୟ ୧ଲକ୍ଷ ୮୭ହଜାର ଲୋକ ଆମେରିକାରେ ଚାକିରି ପାଇଥିଲେ। ଏକ ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଜୁନରୁ ଅଗଷ୍ଟ ମଧ୍ୟରେ ଆମେରିକାରେ ୪ଲକ୍ଷ ୪୯ହଜାର ଲୋକଙ୍କୁ ଚାକିରି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?