ୟୁକ୍ରେନ ପାଇଁ ଏକ ନୂଆ ସାମରିକ ସହାୟତା ପ୍ୟାକେଜ୍‌ ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୩୦।୮: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ୟୁକ୍ରେନ ପାଇଁ ଏକ ନୂତନ ସାମରିକ ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ବ୍ଲିଙ୍କେନ୍‌ଙ୍କ ଏକ ବିବୃତ୍ତି ଅନୁଯାୟୀ ଏହି ପ୍ୟାକେଜରେ ଅତିରିକ୍ତ ଲ୍ୟାଣ୍ଡମାଇନ କ୍ଲିଅର୍‌ ଉପକରଣ, ବାୟୁ ପ୍ରତିରକ୍ଷା ପାଇଁ କ୍ଷେପଣାସ୍ତ୍ର, ଆର୍ଟିଲରି ଏବଂ ହାଇ ବାର୍‌ ସିଷ୍ଟମ ପାଇଁ ଗୋଳା-ବାରୁଦ ଏବଂ ୩ ମିଲିୟନ ରାଉଣ୍ଡରୁ ଅଧିକ ଛୋଟ ଅସ୍ତ୍ରଶସ୍ତ୍ର ରହିଛି।

ରିପୋର୍ଟ ଅନୁଯାୟୀ, ୱାଗନର୍‌ ଗ୍ରୁପ ମୁଖ୍ୟ ୟେଭେଗେନି ପ୍ରିଗୋଝିନ୍‌ଙ୍କ ମୃତ୍ୟୁ ପାଇଁ କ୍ରେମଲିନ ଦାୟୀ ହୋଇପାରେ ବୋଲି ଆମେରିକା ଖୁବ୍‌ଶୀଘ୍ର ଘୋଷଣା କରିପାରେ ହ୍ବାଇଟ ହାଉସର ପ୍ରେସ ସଚିବ କରୀନ ଜାନ-ପିଆର କହିଛନ୍ତି ଯେ, ବିରୋଧୀଙ୍କୁ ହତ୍ୟା କରିବାର କ୍ରେମଲିନର ଦୀର୍ଘ ଇତିହାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri