ଟେନ୍‌ସନ୍‌ରେ ଅଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହିଲେ, ମୁଁ ଭୟଭୀତ

ଓ୍ବାଶିଂଟନ୍‌,୧୮।୧: ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଭୟଭୀତ ଅଛନ୍ତି। ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସକୁ ଫେରିପାରନ୍ତି। ତାଙ୍କ ବିରୋଧରେ ସମସ୍ତେ ଏକ ହେବା ଆବଶ୍ୟକ ବୋଲି ଡେମୋକ୍ରାଟିକ ପାର୍ଟିର ସମର୍ଥକମାନଙ୍କୁ କମଲା ହାରିସ ନିବେଦନ କରଛନ୍ତି। କମଲା ହାରିସଙ୍କ ଏହି ବିବୃତ୍ତି ଆଓ୍ବା କକସର ଫଳାଫଳ ଘୋଷଣା ହେବା ପରେ ଆସିଛି। ଏହି କକ୍‌ସରେ ଡୋନାଲ୍ଡ ଟ୍ରମ୍ପ ଜିତିଛନ୍ତି।
ହାରିସ କହିଛନ୍ତ, ମୁଁ ବହୁତ ଭୟଭୀତ ଏବଂ ଆମେ ସମସ୍ତେ ମଧ୍ୟ ଭୟଭୀତ ହେବା ଉଚିତ୍‌। ଏହି କାରଣରୁ ମୁଁ ଦେଶ ଭ୍ରମଣ କରୁଛି ଏବଂ ପାର୍ଟି ପାଇଁ ପ୍ରଚାର କରୁଛି। ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ମଜଭୁତ ସ୍ଥିତିକୁ ନେଇ ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନିକଟରେ ସେ କହିଥିଲେ, ଜଣେ ପୂର୍ବତନ ରାଷ୍ଟ୍ରପତି ଯିଏ ଦୁଇଥର ମହାଭିଯୋଗର ସମ୍ମୁଖୀନ ହୋଇଥିଲେ, ତାଙ୍କ ବିରୋଧରେ ୯୧ଟି ଆପରାଧିକ ମାମଲା ବିଚାରାଧୀନ ଅଛି, ସେ ଆମେରିକାର ଗଣତନ୍ତ୍ର ପାଇଁ ବିପଦ।
ସୂଚନାଯୋଗ୍ୟ ଯେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପୂର୍ବତନ ପ୍ରଥମ ଲେଡି ମିସେଲ ଓବାମା ମଧ୍ୟ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହେବାର ସମ୍ଭାବନାକୁ ଭୟାନକ ବୋଲି ବର୍ଣ୍ଣନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri