ଭାରତ-ପାକିସ୍ତାନ ଯୁଦ୍ଧରେ ମୁଣ୍ଡ ପୂରାଇବନି ଆମେରିକା: ସଫା ସଫା ମନାକରିଦେଲେ ଭାନ୍ସ

ନ୍ୟୁୟର୍କ,୧୦ା୫(ପି.ଟି.):ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିଥିବାବେଳେ ଆମେରିକା ଯୁଦ୍ଧରେ ସାମିଲ ହେବ ନାହିଁ ବୋଲି ସ୍ପଷ୍ଟ କରିଦେଇଛି। ଏହା ଆମ କାମ ନୁହେଁ ବୋଲି ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି। ଆମେ ଭାରତ ଓ ପାକିସ୍ତାନକୁ ନିୟନ୍ତ୍ରଣ କରିପାରିବୁ ନାହିଁ। କେବଳ ଉତ୍ତେଜନା ହ୍ରାସ ଲାଗି ଆମେ ୨ ଅଣୁଅସ୍ତ୍ର କ୍ଷମତାଧାରୀ ପଡୋଶୀ ରାଷ୍ଟ୍ରଙ୍କୁ ପ୍ରୋତ୍ସାହିତ କରିପାରିବୁ। ଯଥାଶୀଘ୍ର ସମ୍ଭବ ଉତ୍ତେଜନା ହ୍ରାସ ଓ୍ବାଶିଂଟନ ଚାହେଁ ବୋଲି ଭାନ୍ସ କହିଛନ୍ତି।

ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ୨୨ ଏପ୍ରିଲରେ କଶ୍ମୀରର ପହଲଗାମରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହା ପରେ ଭାରତ ପାକିସ୍ତାନ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ପାକିସ୍ତାନ ଏବଂ ପିଓକେ ଭିତରେ ୯ଟି ସ୍ଥାନରେ ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ଭାରତର ଏହି କାର୍ଯ୍ୟରେ ପାକିସ୍ତାନ ଚିନ୍ତିତ ହୋଇ ଭାରତ ଉପରେ ଆକ୍ରମଣ ଆରମ୍ଭ କରିଦେଲା। କିନ୍ତୁ ଭାରତ ପାକିସ୍ତାନର ଏହି ଆକ୍ରମଣକୁ ବିଫଳ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri