ନୂତନ ଭିସା ସେବା ଘୋଷଣା କଲା ଆମେରିକା: ଅଧ୍ୟୟନ ସହିତ ଚାକିରି ମଧ୍ୟ କରିପାରିବେ ଛାତ୍ରୀଛାତ୍ର

ଓ୍ବାଶିଂଟନ୍‌,୭।୩: ଆମେରିକା ସରକାର କିଛି ଭିସା ଆବେଦନ ପାଇଁ ଏକ ପ୍ରିମିୟମ ପ୍ରକ୍ରିୟାକରଣ ଯୋଜନା ଆରମ୍ଭ କରିଛନ୍ତି। ଏହା ଆମେରିକାକୁ ଆସିବାକୁ ଚାହୁଁଥିବା ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କ ପାଇଁ ଲାଭଦାୟକ ହେବ। ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ, ଗଣିତ ଅଧ୍ୟୟନ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ର ମଧ୍ୟ ଏଥିରୁ ଲାଭବାନ୍‌ ହେବେ। ଆମେରିକାର ସିଟିଜେନ୍‌ଶିପ୍‌ ଆଣ୍ଡ୍‌ ଇମିଗ୍ରେଶନ ସର୍ଭିସେସ୍‌ (ୟୁଏସ୍‌ସିଆଇଏସ୍‌) ଘୋଷଣା କରିଛି ଯେ, ଏସ୍‌ଟିଇଏମ୍‌ କ୍ଷେତ୍ରରେ ଓପିଟି (ଇଚ୍ଛାଧୀନ ପ୍ରାକ୍ଟିକାଲ ଟ୍ରେନିଂ) ଅନୁସରଣ କରୁଥିବା ଅନ୍ତର୍ଜାତୀୟ ଛାତ୍ରମାନେ ଏଥିରୁ ଉପକୃତ ହେବେ। ଏହାର ଅର୍ଥ ବର୍ତ୍ତମାନ ସେ ଅଧ୍ୟୟନ ସହିତ ଚାକିରି କରିବାକୁ ସମର୍ଥ ହେବେ। ୟୁଏସ୍‌ସିଆଇଏସ୍‌ ଅନୁଯାୟୀ, ଭିସା ପାଇଁ ପ୍ରିମିୟମ ପ୍ରକ୍ରିୟାକରଣ ସେବା ମାର୍ଚ୍ଚ ୬ରୁ ଆରମ୍ଭ ହୋଇଛି। ଅନ୍ୟପକ୍ଷରେ, ଅନ୍ୟ କେତେକ ବର୍ଗ ପାଇଁ ଏହି ସେବା ଏପ୍ରିଲ ୩ରୁ ଆରମ୍ଭ ହେବ।
ସୂଚନାଯୋଗ୍ୟ, ଭାରତରେ ଆମେରିକାର ଭିସା ପାଇବାକୁ ଅପେକ୍ଷା କରୁଥିବା ଲୋକଙ୍କ ସଂଖ୍ୟା ବହୁତ ଅଧିକ। ଏହି କାରଣରୁ ଆମେରିକା ସରକାର ମଧ୍ୟ ଭିସା ସମସ୍ୟାର ସମାଧାନ ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ଆମେରିକା ସରକାର ଭାରତରେ ନିଜର କର୍ମଚାରୀ ବୃଦ୍ଧି କରୁଛନ୍ତି ଏବଂ ଅନ୍‌ଲାଇନରେ ଭାରତର କାର୍ଯ୍ୟକୁ ପରିଚାଳନା କରିବା ପାଇଁ ଅନ୍ୟ ଦେଶର ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ନିୟୋଜିତ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri