ଡୋନାଲ୍ଡ ଟ୍ରମ୍ପଙ୍କ ଟ୍ୟାକ୍ସ ରେକର୍ଡ ଲିକ୍‌ କରିବା ମାମଲାରେ ଦୋଷୀକୁ ୫ ବର୍ଷ ଜେଲ ଦଣ୍ଡାଦେଶ

ଓ୍ବାଶିଂଟନ,୩୦।୧: ଆମେରିକାର ପୂର୍ବତନ କୋର୍ଟ ଡୋନାଲ୍ଡ ଟ୍ରମ୍ପଙ୍କ ସମେତ ଅନେକ ଲୋକଙ୍କ ଟ୍ୟାକ୍ସ ରେକର୍ଡ ଚୋରି ଏବଂ ଲିକ୍‌ କରିବା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ ଦୋଷୀକୁ ୫ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ସମେତ ହଜାର ହଜାର ଆମେରିକୀୟ ବିଲିୟନେୟାରଙ୍କ ଆୟକର ରିଟର୍ନକୁ ବେଆଇନ ଭାବେ ସାର୍ବଜନୀନ କରିବାରେ କୋର୍ଟ ୩୮ ବର୍ଷିୟ ଚାଲର୍‌ସ ଲିଟିଲଜୋନଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।

ଦୋଷୀ ଯୁବକ ଏକ କନସଲଟିଙ୍ଗ୍‌ ଫାର୍ମରେ କାମ କରନ୍ତି। ସେହି ଫାର୍ମ ଆମେରିକାର ଆଭ୍ୟନ୍ତରୀଣ ରାଜସ୍ବ ସେବା ସହିତ ମିଳିତ ଭାବେ କାର୍ଯ୍ୟ କରେ। ଏହି ଫାର୍ମରେ କାମ କରୁଥିବାବେଳେ ଦୋଷୀ ଲିଟିଲଜୋନ ଟ୍ରମ୍ପଙ୍କ ସମେତ ହଜାର ହଜାର ଧନୀ ବ୍ୟକ୍ତିଙ୍କ ଟିକସ ରେକର୍ଡ ଚୋରି କରି ନିଜ ବ୍ୟକ୍ତିଗତ ୱେବସାଇଟରେ ପ୍ରକାଶ କରିଥିଲେ। ତେବେ ପରେ ସେ ୱେବସାଇଟରୁ ଏହି ରେକର୍ଡଗୁଡ଼ିକୁ ହଟାଇ ଦେଇଥିଲେ।

୨୦୨୦ରେ ଦ ନ୍ୟୁୟର୍କ ଟାଇମ୍ସରେ ଏକ ଆର୍ଟିକିଲରେ ଦାବି କରାଯାଇଛି , ୨୦୧୬ରେ ଡୋନାଲ୍ଡ ଟ୍ରମ୍ପ ଆୟକରରେ ମାତ୍ର ୭୫୦ ଡଲାର୍‌ ପ୍ରଦାନ କରିଛନ୍ତି। ବିଶ୍ୱାସ ରହିଛି ଯେ ନ୍ୟୁୟର୍କ ଟାଇମ୍ସ ଏହି ଲିକ୍‌ ହୋଇଥିବା ଡକ୍ୟୁମେଣ୍ଟ ଆଧାରରେ ଏହି ଲେଖା ଲେଖିଛି। ନ୍ୟୁୟର୍କ ଟାଇମ୍ସ ଏହା ମଧ୍ୟ କହିଛି ଯେ ଗତ ୧୫ ବର୍ଷ ମଧ୍ୟରେ ଟ୍ରମ୍ପ କୌଣସି ଇନକମ୍‌ ଟ୍ୟାକ୍ସ ଦେଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri