ପୁଣି ଅଶାନ୍ତ ହେଲା ଆମେରିକା

ୱାଶିଂଟନ,୨୪ ।୭: ଆମେରିକାରେ ଗୁଳିକାଣ୍ଡ ଘଟଣା ବେଳକୁ ବେଳ ସାଧାରଣ ହେବାରେ ଲାଗିଛି । ଯେଉଁଥିପାଇଁ ଏଠାରେ ରହୁଥିବା ଲୋକମାନେ ସୁରକ୍ଷାକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସକାଳେ ୱାଶିଂଟନର ରେଂଟନ ସହରରେ ଗୁଳି ଫୁଟିଥିବା ଘଟଣା ସାମ୍ନାକୁ ଆସିଛି । ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହେବା ସହ ୬ ଜଣ ଆହତ ହୋଇଥିବା କୁହାଯାଉଛି ।
ସିଏନଏର ରିପୋର୍ଟ ଅନୁଯାୟୀ, ସକାଳେ ରେଂଟନର ସିଏଟଲ ଉପନଗରରେ ଏକ ଗୁଳିକାଣ୍ଡ ଘଟଣା ଘଟିଥିଲା । ଫଳରେ ଗୁଳି ବାଜିବାରୁ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ୬ ଆହତଙ୍କୁ ଚିକିତ୍ସା ଲାଗି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଖବର ପାଇ ତୁରନ୍ତ ପୋଲିସ ସେଠାରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି । ରେଂଟନ ପୋଲିସ ପ୍ରବକ୍ତା ସୌଡ୍ରା ହୈବାଲିକ କହିଛନ୍ତି, ଏହି ଘଟଣା ସ୍ଥାନୀୟ ସମୟ ଅନୁସାରେ ସକାଳ ୧ଟା ପୂର୍ବରୁ ରେଂଟନ ସହରରେ ହୋଇଛି । ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଜଣେ ବ୍ୟକ୍ତି ଗୁରୁତର ଥିବା ବେଳେ ସେହିଠାରେ ହିଁ ପ୍ରାଥମିକ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା ।
ସୂଚନାଯୋଗ୍ୟ, ଏକ ରିପୋର୍ଟ ଅନୁସାରେ ଚଳିତ ବର୍ଷ ଆମେରିକାର ଗନ ଭାୟୋଲେନ୍ସ କାରଣରୁ ପାଖାପାଖି ୩୦୨ରୁ ଅଧିକ ଗୁଳିକାଣ୍ଡ ଘଟଣା ଘଟିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri